2 Chronicles 5:3 — Compare Translations

5 translations compared side by side

Odia - 1840
"ସପ୍ତମ ମାସ ରେ ଭୋଜି ସମୟରେ ରାଜା ଶଲୋମନଙ୍କ ସମ୍ମୁଖ ରେ ଇଶ୍ରାୟେଲର ସମସ୍ତ ଲୋକ ଏକତ୍ରୀତ ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସପ୍ତମ ମାସର ପର୍ବ ସମୟରେ ସମସ୍ତ ଇସ୍ରାଏଲ-ଲୋକ ରାଜାଙ୍କ ନିକଟରେ ଏକତ୍ର ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସପ୍ତମ ମାସରେ ଭୋଜି ସମୟରେ ରାଜା ଶଲୋମନଙ୍କ ସମ୍ମୁଖରେ ଇସ୍ରାଏଲର ସମସ୍ତ ଲୋକ ଏକତ୍ରିତ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସପ୍ତମ ମାସର ପର୍ବ ସମୟରେ ସମସ୍ତ ଇସ୍ରାଏଲ ଲୋକ ରାଜାଙ୍କ ନିକଟରେ ଏକତ୍ର ହେଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସପ୍ତମ ମାସର ପର୍ବ ସମୟରେ ସମସ୍ତ ଇସ୍ରାଏଲ ଲୋକ ରାଜାଙ୍କ ନିକଟରେ ଏକତ୍ର ହେଲେ।

Recommended Reading