2 Chronicles 5:4 — Compare Translations
5 translations compared side by side
Odia - 1840
"ଯେତବେେଳେ ଇଶ୍ରାୟେଲର ସବୁ ମୁଖିଆମାନେ ଆସିଗଲେ, ଲବେୀୟମାନେ ନିଯମ-ସିନ୍ଦୁକକୁ ଆଣିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଇସ୍ରାଏଲର ସମସ୍ତ ପ୍ରାଚୀନବର୍ଗ ଉପସ୍ଥିତ ହୁଅନ୍ତେ, ଲେବୀୟମାନେ ସିନ୍ଦୁକ ଉଠାଇଲେ।
Odia Bible ERV 2004 (ପବିତ୍ର ବାଇବଲ)
ଯେତେବେଳେ ଇସ୍ରାଏଲର ସବୁ ମୁଖିଆମାନେ ଆସିଗଲେ, ଲେବୀୟମାନେ ନିୟମ-ସିନ୍ଦୁକକୁ ଆଣିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ଇସ୍ରାଏଲର ସମସ୍ତ ପ୍ରାଚୀନବର୍ଗ ଉପସ୍ଥିତ ହୁଅନ୍ତେ, ଲେବୀୟମାନେ ସିନ୍ଦୁକ ଉଠାଇଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି ଇସ୍ରାଏଲର ସମସ୍ତ ପ୍ରାଚୀନବର୍ଗ ଉପସ୍ଥିତ ହୁଅନ୍ତେ, ଲେବୀୟମାନେ ସିନ୍ଦୁକ ଉଠାଇଲେ।