2 Chronicles 5:7 — Compare Translations

5 translations compared side by side

Odia - 1840
"ଏହାପରେ ଯାଜକମାନେ ସଦାପ୍ରଭୁଙ୍କର ନିଯମ-ସିନ୍ଦୁକକୁ ତହିଁ ନିମନ୍ତେ ପ୍ରସ୍ତୁତ ହାଇେଥିବା ସ୍ଥାନକୁ ଆଣିଲେ। ସହେି ସ୍ଥାନ ମନ୍ଦିରର ଭିତର ପାଶର୍‌ବ କୋଠରୀ ରେ ଥିଲା ଓ ସବୁଠାରୁ ପବିତ୍ର ସ୍ଥାନ ଥିଲା ଏବଂ ଏହି କିରୁବଦୂତ ପକ୍ଷ ତଳେ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଯାଜକମାନେ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ତହିଁର ସ୍ଥାନକୁ, ଅର୍ଥାତ୍, ଗୃହର ଗର୍ଭାଗାର, ମହାପବିତ୍ର ସ୍ଥାନ, କିରୂବଦ୍ଵୟର ପକ୍ଷ ତଳକୁ ଆଣିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଯାଜକମାନେ ସଦାପ୍ରଭୁଙ୍କର ନିୟମ-ସିନ୍ଦୁକକୁ ତହିଁ ନିମନ୍ତେ ପ୍ରସ୍ତୁତ ହୋଇଥିବା ସ୍ଥାନକୁ ଆଣିଲେ। ସେହି ସ୍ଥାନ ମନ୍ଦିରର ଭିତର ପାର୍ଶ୍ୱ କୋଠରୀରେ ଥିଲା ଓ ସବୁଠାରୁ ପବିତ୍ର ସ୍ଥାନ ଥିଲା ଏବଂ ଏହି କିରୁବଦୂତ ପକ୍ଷ ତଳେ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଯାଜକମାନେ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ତହିଁର ସ୍ଥାନକୁ, ଅର୍ଥାତ୍‍, ଗୃହର ଗର୍ଭାଗାର, ମହାପବିତ୍ର ସ୍ଥାନ, କିରୂବଦ୍ୱୟର ପକ୍ଷ ତଳକୁ ଆଣିଲେ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ଯାଜକମାନେ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ତହିଁର ସ୍ଥାନକୁ, ଅର୍ଥାତ୍‍, ଗୃହର ଗର୍ଭାଗାର, ମହାପବିତ୍ର ସ୍ଥାନ, କିରୂବଦ୍ୱୟର ପକ୍ଷ ତଳକୁ ଆଣିଲେ।