2 Chronicles 5:8 — Compare Translations

5 translations compared side by side

Odia - 1840
"ନିଯମ-ସିନ୍ଦୁକ ଥିବା ସ୍ଥାନ ଉପରେ କିରୁବଦୂତଗଣ ସମାନଙ୍କେର ପକ୍ଷ ବିସ୍ତାର କରି ରହିଥିଲେ। କିରୁବଦୂତଗଣ ନିଯମ ସିନ୍ଦୁକ ଓ ସିନ୍ଦୁକକୁ ବହି ନଇୟିବୋ ଖମ୍ବଗୁଡ଼ିକ ଉପରେ ଦଣ୍ଡାଯମାନ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି କିରୂବମାନେ ସିନ୍ଦୁକ-ସ୍ଥାନ ଉପରେ ପକ୍ଷ ବିସ୍ତାର କରିଥିଲେ ଓ କିରୂବମାନେ ଊର୍ଦ୍ଧ୍ଵରୁ ସିନ୍ଦୁକ ଓ ତହିଁର ସାଙ୍ଗୀ ଆଚ୍ଛାଦନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ନିୟମ-ସିନ୍ଦୁକ ଥିବା ସ୍ଥାନ ଉପରେ କିରୁବଦୂତଗଣ ସେମାନଙ୍କର ପକ୍ଷ ବିସ୍ତାର କରି ରହିଥିଲେ। କିରୁବଦୂତଗଣ ନିୟମ-ସିନ୍ଦୁକ ଓ ସିନ୍ଦୁକକୁ ବହି ନେଇଯିବା ଖମ୍ବଗୁଡ଼ିକ ଉପରେ ଦଣ୍ଡାୟମାନ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି କିରୂବମାନେ ସିନ୍ଦୁକ-ସ୍ଥାନ ଉପରେ ପକ୍ଷ ବିସ୍ତାର କରିଥିଲେ ଓ କିରୂବମାନେ ଊର୍ଦ୍ଧ୍ୱରୁ ସିନ୍ଦୁକ ଓ ତହିଁର ସାଙ୍ଗୀ ଆଚ୍ଛାଦନ କଲେ।
Odia IRV 2017 (ଓଡିଆ ବାଇବେଲ)
ସେହି କିରୂବମାନେ ସିନ୍ଦୁକ-ସ୍ଥାନ ଉପରେ ପକ୍ଷ ବିସ୍ତାର କରିଥିଲେ ଓ କିରୂବମାନେ ଉର୍ଦ୍ଧ୍ୱରୁ ସିନ୍ଦୁକ ଓ ତହିଁର ସାଙ୍ଗୀ ଆଚ୍ଛାଦନ କଲେ।