2 Chronicles 5:9 — Compare Translations

5 translations compared side by side

Odia - 1840
"ସହେି ଖମ୍ବଗୁଡ଼ିକ ଏତେ ଲମ୍ବା ଥିଲା ଯେ ପବିତ୍ର ତମ୍ବୁ ସ୍ଥାନର ସମ୍ମୁଖରୁ ତାହାର ଦୁଇପାଶର୍‌ବ ଦଖାଯାେଉଥିଲା। କିନ୍ତୁ ମନ୍ଦିର ସମ୍ମୁଖରୁ କୌଣସି ବ୍ଯକ୍ତି ସହେି ଖମ୍ବଗୁଡ଼ିକୁ ଦେଖିପାରୁ ନ ଥିଲେ। ଆଜି ମଧ୍ଯ ସହେି ଖମ୍ବଗୁଡ଼ିକ ସହେି ସ୍ଥାନ ରେ ରହିଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେହି ସାଙ୍ଗୀ ଏତେ ଲମ୍ଵ ଥିଲା ଯେ, ତହିଁର ଅଗ୍ରଭାଗ ଗର୍ଭାଗାର ସମ୍ମୁଖରେ ସିନ୍ଦୁକଠାରୁ ଦେଖାଗଲା; ମାତ୍ର ବାହାରକୁ ଦେଖାଗଲା ନାହିଁ; ଆଜି ପର୍ଯ୍ୟନ୍ତ ତାହା ସେହି ସ୍ଥାନରେ ଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଖମ୍ବଗୁଡ଼ିକ ଏତେ ଲମ୍ବା ଥିଲା ଯେ ପବିତ୍ର ତମ୍ବୁ ସ୍ଥାନର ସମ୍ମୁଖରୁ ତାହାର ଦୁଇପାର୍ଶ୍ୱ ଦେଖାଯାଉଥିଲା। କିନ୍ତୁ ମନ୍ଦିର ସମ୍ମୁଖରୁ କୌଣସି ବ୍ୟକ୍ତି ସେହି ଖମ୍ବଗୁଡ଼ିକୁ ଦେଖି ପାରୁ ନ ଥିଲେ। ଆଜି ମଧ୍ୟ ସେହି ଖମ୍ବଗୁଡ଼ିକ ସେହି ସ୍ଥାନରେ ରହିଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ସେହି ସାଙ୍ଗୀ ଏତେ ଲମ୍ବ ଥିଲା ଯେ, ତହିଁର ଅଗ୍ରଭାଗ ଗର୍ଭାଗାର ସମ୍ମୁଖରେ ସିନ୍ଦୁକଠାରୁ ଦେଖାଗଲା; ମାତ୍ର ବାହାରକୁ ଦେଖାଗଲା ନାହିଁ; ଆଜି ପର୍ଯ୍ୟନ୍ତ ତାହା ସେହି ସ୍ଥାନରେ ଅଛି।
Odia IRV 2017 (ଓଡିଆ ବାଇବେଲ)
ପୁଣି ସେହି ସାଙ୍ଗୀ ଏତେ ଲମ୍ବ ଥିଲା ଯେ, ତହିଁର ଅଗ୍ରଭାଗ ଗର୍ଭାଗାର ସମ୍ମୁଖରେ ସିନ୍ଦୁକଠାରୁ ଦେଖାଗଲା; ମାତ୍ର ବାହାରକୁ ଦେଖାଗଲା ନାହିଁ; ଆଜି ପର୍ଯ୍ୟନ୍ତ ତାହା ସେହି ସ୍ଥାନରେ ଅଛି।