2 Chronicles 6:10 — Compare Translations

5 translations compared side by side

Odia - 1840
"ବର୍ତ୍ତମାନ ସଦାପ୍ରଭୁ ଯାହା କରିବେ ବୋଲି କହିଥିଲେ, ସେ ତାହା କରିଛନ୍ତି। ଇଶ୍ରାୟେଲର ରାଜା ରୂପେ ମୁଁ ମାରେପିତାଙ୍କ ଉତ୍ତରାଧିକାରୀ ହାଇେଛି। ସଦାପ୍ରଭୁ ତାହାହିଁ ପ୍ରତିଜ୍ଞା କରିଥିଲେ। ଆଉ ମୁଁ ଇଶ୍ରାୟେଲର ସଦାପ୍ରଭୁ ପରମେଶ୍ବରଙ୍କ ନାମ ଉଦ୍ଦେଶ୍ଯ ରେ ମନ୍ଦିର ନିର୍ମାଣ କରିଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସଦାପ୍ରଭୁ ଆପଣାର ଉକ୍ତ ଏହି କଥା ସଫଳ କରିଅଛନ୍ତି; କାରଣ ସଦାପ୍ରଭୁଙ୍କ ପ୍ରତିଜ୍ଞାନୁସାରେ ମୁଁ ଆପଣା ପିତା ଦାଉଦଙ୍କ ପଦରେ ଉତ୍ପନ୍ନ ଓ ଇସ୍ରାଏଲର ସିଂହାସନରେ ଉପବିଷ୍ଟ ହୋଇ ଇସ୍ରାଏଲର ପରମେଶ୍ଵର ସଦାପ୍ରଭୁଙ୍କ ନାମ ଉଦ୍ଦେଶ୍ୟରେ ସେହି ଗୃହ ନିର୍ମାଣ କଲି ।
Odia Bible ERV 2004 (ପବିତ୍ର ବାଇବଲ)
ବର୍ତ୍ତମାନ ସଦାପ୍ରଭୁ ଯାହା କରିବେ ବୋଲି କହିଥିଲେ, ସେ ତାହା କରିଛନ୍ତି। ଇସ୍ରାଏଲର ରାଜା ରୂପେ ମୁଁ ମୋର ପିତାଙ୍କ ଉତ୍ତରାଧିକାରୀ ହୋଇଛି। ସଦାପ୍ରଭୁ ତାହା ହିଁ ପ୍ରତିଜ୍ଞା କରିଥିଲେ। ଆଉ ମୁଁ ଇସ୍ରାଏଲର ସଦାପ୍ରଭୁ ପରମେଶ୍ୱରଙ୍କ ନାମ ଉଦ୍ଦେଶ୍ୟରେ ମନ୍ଦିର ନିର୍ମାଣ କରିଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ସଦାପ୍ରଭୁ ଆପଣାର ଉକ୍ତ ଏହି କଥା ସଫଳ କରିଅଛନ୍ତି; କାରଣ ସଦାପ୍ରଭୁଙ୍କ ପ୍ରତିଜ୍ଞାନୁସାରେ ମୁଁ ଆପଣା ପିତା ଦାଉଦଙ୍କ ପଦରେ ଉତ୍ପନ୍ନ ଓ ଇସ୍ରାଏଲର ସିଂହାସନରେ ଉପବିଷ୍ଟ ହୋଇ ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁଙ୍କ ନାମ ଉଦ୍ଦେଶ୍ୟରେ ସେହି ଗୃହ ନିର୍ମାଣ କଲେ।
Odia IRV 2017 (ଓଡିଆ ବାଇବେଲ)