2 Chronicles 6:11 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ଇଶ୍ରାୟେଲ ଲୋକମାନଙ୍କ ସହିତ କରିଥିବା ବିଶଷେ ଚୁକ୍ତିର ପ୍ରତିନିଧିତ୍ବ କରୁଥିବା ସିନ୍ଦୁକକୁ ମୁଁ ମନ୍ଦିର ରେ ରଖିଅଛି।'3"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ମୁଁ ତହିଁରେ ଇସ୍ରାଏଲ-ସନ୍ତାନଗଣ ସହିତ ସଦାପ୍ରଭୁଙ୍କ କୃତ ନିୟମର ଆଧାର-ସିନ୍ଦୁକ ସ୍ଥାପନ କରିଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ଇସ୍ରାଏଲ ଲୋକମାନଙ୍କ ସହିତ କରିଥିବା ବିଶେଷ ଚୁକ୍ତିର ପ୍ରତିନିଧିତ୍ୱ କରୁଥିବା ସିନ୍ଦୁକକୁ ମୁଁ ମନ୍ଦିରରେ ରଖିଅଛି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ମୁଁ ତହିଁରେ ଇସ୍ରାଏଲ-ସନ୍ତାନଗଣ ସହିତ ସଦାପ୍ରଭୁଙ୍କ କୃତ ନିୟମର ଆଧାର-ସିନ୍ଦୁକ ସ୍ଥାପନ କରିଅଛି।”
Odia IRV 2017 (ଓଡିଆ ବାଇବେଲ)
ଆଉ ମୁଁ ତହିଁରେ ଇସ୍ରାଏଲ ସନ୍ତାନଗଣ ସହିତ ସଦାପ୍ରଭୁଙ୍କ କୃତ ନିୟମର ଆଧାର-ସିନ୍ଦୁକ ସ୍ଥାପନ କରିଅଛି।”