2 Chronicles 6:12 — Compare Translations

5 translations compared side by side

Odia - 1840
"ଶଲୋମନ ସଦାପ୍ରଭୁଙ୍କ ୟଜ୍ଞବଦେୀର ସମ୍ମୁଖ ରେ ଠିଆ ହେଲେ। ସେ ଏକତ୍ରୀତ ସମଗ୍ର ଇଶ୍ରାୟେଲର ଲୋକମାନଙ୍କର ସମ୍ମୁଖ ରେ ଠିଆ ହେଲେ। ଏହାପରେ ଶଲୋମନ ତାଙ୍କର ହସ୍ତ ପ୍ରସାରିତ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ସେ ଇସ୍ରାଏଲର ସମସ୍ତ ସମାଜ ସାକ୍ଷାତରେ ସଦାପ୍ରଭୁଙ୍କ ଯଜ୍ଞବେଦି ସମ୍ମୁଖରେ ଆପଣା ହସ୍ତ ବିସ୍ତାର କରି ଠିଆ ହେଲେ;
Odia Bible ERV 2004 (ପବିତ୍ର ବାଇବଲ)
ଶଲୋମନଙ୍କର ପ୍ରାର୍ଥନା ଶଲୋମନ ସଦାପ୍ରଭୁଙ୍କ ଯଜ୍ଞବେଦିର ସମ୍ମୁଖରେ ଠିଆ ହେଲେ। ସେ ଏକତ୍ରିତ ସମଗ୍ର ଇସ୍ରାଏଲର ଲୋକମାନଙ୍କର ସମ୍ମୁଖରେ ଠିଆ ହେଲେ। ଏହା ପରେ ଶଲୋମନ ତାଙ୍କର ହସ୍ତ ପ୍ରସାରିତ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ସେ ଇସ୍ରାଏଲର ସମସ୍ତ ସମାଜ ସାକ୍ଷାତରେ ସଦାପ୍ରଭୁଙ୍କ ଯଜ୍ଞବେଦି ସମ୍ମୁଖରେ ଆପଣା ହସ୍ତ ବିସ୍ତାର କରି ଠିଆ ହେଲେ;
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ସେ ଇସ୍ରାଏଲର ସମସ୍ତ ସମାଜ ସାକ୍ଷାତରେ ସଦାପ୍ରଭୁଙ୍କ ଯଜ୍ଞବେଦି ସମ୍ମୁଖରେ ଆପଣା ହସ୍ତ ବିସ୍ତାର କରି ଠିଆ ହେଲେ;