2 Chronicles 6:13 — Compare Translations

5 translations compared side by side

Odia - 1840
"ଶଲୋମନ 26 ମିଟର ଲମ୍ବ ଓ 26 ମଟର ପ୍ରସ୍ଥ ଓ 15 ମିଟର ଉଚ୍ଚତା ବିଶିଷ୍ଟ ପିତ୍ତଳର ଏକ ମଞ୍ଚ ନିର୍ମାଣ କରିଥିଲେ ଓ ତାହାକୁ ବାହାର ପ୍ରାଙ୍ଗଣର ମଧ୍ଯଭାଗ ରେ ସ୍ଥାପିତ କରିଥିଲେ। ଏହାପରେ, ସେ ସହେି ମଞ୍ଚ ଉପରେ ଠିଆ ହେଲେ ଓ ଏକତ୍ରୀତ ହାଇେଥିବା ସମଗ୍ର ଇଶ୍ରାୟେଲର ଲୋକମାନଙ୍କ ସମ୍ମୁଖ ରେ ଆଣ୍ଠାଇେ ପଡ଼ିଲେ। ଶଲୋମନ ଆକାଶ ଆଡ଼େ ଆପଣା ଦୁଇ ହସ୍ତ ବିସ୍ତାର କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଶଲୋମନ ପାଞ୍ଚ ହାତ ଦୀର୍ଘ ଓ ପାଞ୍ଚ ହାତ ପ୍ରସ୍ଥ ଓ ତିନି ହାତ ଉଚ୍ଚ ଏକ ପିତ୍ତଳମୟ ମଞ୍ଚା ନିର୍ମାଣ କରି ପ୍ରାଙ୍ଗଣର ମଧ୍ୟସ୍ଥଳରେ ରଖିଥିଲେ; ଆଉ ସେ ତହିଁ ଉପରେ ଠିଆ ହୋଇ ସମସ୍ତ ଇସ୍ରାଏଲର ସମାଜ ସମ୍ମୁଖରେ ଆଣ୍ଠୁ ପାତି ସ୍ଵର୍ଗ ଆଡ଼େ ଆପଣା ହସ୍ତ ବିସ୍ତାର କରି କହିଲେ,
Odia Bible ERV 2004 (ପବିତ୍ର ବାଇବଲ)
ଶଲୋମନ 2.6 ମିଟର ଲମ୍ବ ଓ 2.6 ମିଟର ପ୍ରସ୍ଥ ଓ 1.5 ମିଟର ଉଚ୍ଚତା ବିଶିଷ୍ଟ ପିତ୍ତଳର ଏକ ମଞ୍ଚ ନିର୍ମାଣ କରିଥିଲେ ଓ ତାହାକୁ ବାହାର ପ୍ରାଙ୍ଗଣର ମଧ୍ୟଭାଗରେ ସ୍ଥାପିତ କରିଥିଲେ। ଏହା ପରେ, ସେ ସେହି ମଞ୍ଚ ଉପରେ ଠିଆ ହେଲେ ଓ ଏକତ୍ରିତ ହୋଇଥିବା ସମଗ୍ର ଇସ୍ରାଏଲର ଲୋକମାନଙ୍କ ସମ୍ମୁଖରେ ଆଣ୍ଠୋଇ ପଡ଼ିଲେ। ଶଲୋମନ ଆକାଶ ଆଡ଼େ ଆପଣା ଦୁଇ ହସ୍ତ ବିସ୍ତାର କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଶଲୋମନ ପାଞ୍ଚ ହାତ ଦୀର୍ଘ ଓ ପାଞ୍ଚ ହାତ ପ୍ରସ୍ଥ ଓ ତିନି ହାତ ଉଚ୍ଚ ଏକ ପିତ୍ତଳମୟ ମଞ୍ଚ ନିର୍ମାଣ କରି ପ୍ରାଙ୍ଗଣର ମଧ୍ୟସ୍ଥଳରେ ରଖିଥିଲେ; ଆଉ ସେ ତହିଁ ଉପରେ ଠିଆ ହୋଇ ସମସ୍ତ ଇସ୍ରାଏଲର ସମାଜ ସମ୍ମୁଖରେ ଆଣ୍ଠୁପାତି ସ୍ୱର୍ଗ ଆଡ଼େ ଆପଣା ହସ୍ତ ବିସ୍ତାର କରି କହିଲେ,
Odia IRV 2017 (ଓଡିଆ ବାଇବେଲ)
କାରଣ ଶଲୋମନ ପାଞ୍ଚ ହାତ ଦୀର୍ଘ ଓ ପାଞ୍ଚ ହାତ ପ୍ରସ୍ଥ ଓ ତିନି ହାତ ଉଚ୍ଚ ଏକ ପିତ୍ତଳମୟ ମଞ୍ଚ ନିର୍ମାଣ କରି ପ୍ରାଙ୍ଗଣର ମଧ୍ୟସ୍ଥଳରେ ରଖିଥିଲେ; ଆଉ ସେ ତହିଁ ଉପରେ ଠିଆ ହୋଇ ସମସ୍ତ ଇସ୍ରାଏଲର ସମାଜ ସମ୍ମୁଖରେ ଆଣ୍ଠୁ ପାତି ସ୍ୱର୍ଗ ଆଡ଼େ ଆପଣା ହସ୍ତ ବିସ୍ତାର କରି କହିଲେ,