2 Chronicles 6:15 — Compare Translations

5 translations compared side by side

Odia - 1840
"ତୁମ୍ଭେ ତୁମ୍ଭର ଦାସ ଦାଉଦଙ୍କ ସହିତ କରିଥିବା ନିଯମ ରକ୍ଷା କରିଅଛ। ଦାଉଦ ମାରେ ପିତା ଥିଲେ। ତୁମ୍ଭେ ଆପଣାର ମୁଖ ରେ ଏହି ପ୍ରତିଜ୍ଞା କରିଥିଲ। ଆଉ ଆଜି ତୁମ୍ଭେ ତୁମ୍ଭର ହସ୍ତ ଦ୍ବାରା ସହେି ପ୍ରତିଜ୍ଞାକୁ ସତ୍ଯ ରେ ପରିଣତ କରିଅଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଆପଣା ଦାସ ମୋʼ ପିତା ଦାଉଦଙ୍କୁ ଯାହା ପ୍ରତିଜ୍ଞା କରିଥିଲ, ତାହା ପାଳନ କରିଅଛ; ହଁ, ତୁମ୍ଭେ ଆପଣା ମୁଖରେ କହିଥିଲ, ପୁଣି ଆଜି ଆପଣା ହସ୍ତରେ ତାହା ସଫଳ କରିଅଛ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ତୁମ୍ଭର ଦାସ ଦାଉଦଙ୍କ ସହିତ କରିଥିବା ନିୟମ ରକ୍ଷା କରିଅଛ। ଦାଉଦ ମୋର ପିତା ଥିଲେ। ତୁମ୍ଭେ ଆପଣାର ମୁଖରେ ଏହି ପ୍ରତିଜ୍ଞା କରିଥିଲ। ଆଉ ଆଜି ତୁମ୍ଭେ ତୁମ୍ଭର ହସ୍ତ ଦ୍ୱାରା ସେହି ପ୍ରତିଜ୍ଞାକୁ ସତ୍ୟରେ ପରିଣତ କରିଅଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଆପଣା ଦାସ ମୋʼ ପିତା ଦାଉଦଙ୍କୁ ଯାହା ପ୍ରତିଜ୍ଞା କରିଥିଲ, ତାହା ପାଳନ କରିଅଛ; ହଁ, ତୁମ୍ଭେ ଆପଣା ମୁଖରେ କହିଥିଲ, ପୁଣି ଆଜି ଆପଣା ହସ୍ତରେ ତାହା ସଫଳ କରିଅଛ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଆପଣା ଦାସ ମୋ’ ପିତା ଦାଉଦଙ୍କୁ ଯାହା ପ୍ରତିଜ୍ଞା କରିଥିଲ, ତାହା ପାଳନ କରିଅଛ; ହଁ, ତୁମ୍ଭେ ଆପଣା ମୁଖରେ କହିଥିଲ, ପୁଣି ଆଜି ଆପଣା ହସ୍ତରେ ତାହା ସଫଳ କରିଅଛ।