2 Chronicles 6:17 — Compare Translations

5 translations compared side by side

Odia - 1840
"ବର୍ତ୍ତମାନ ହେ ଇଶ୍ରାୟେଲର ସଦାପ୍ରଭୁ ପରମେଶ୍ବର, ତୁମ୍ଭର ପ୍ରତିଜ୍ଞାକୁ ସଫଳ କର। ତୁମ୍ଭେ ତୁମ୍ଭର ଦାସ ଦାଉଦଙ୍କୁ ଏହି ପ୍ରତିଜ୍ଞା ଦଇେଥିଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ହେ ସଦାପ୍ରଭୋ, ଇସ୍ରାଏଲର ପରମେଶ୍ଵର, ତୁମ୍ଭ ଦାସ ଦାଉଦଙ୍କ ପ୍ରତି ଉକ୍ତ ତୁମ୍ଭର ବାକ୍ୟ ଦୃଢ଼ ହେଉ ।
Odia Bible ERV 2004 (ପବିତ୍ର ବାଇବଲ)
ବର୍ତ୍ତମାନ ହେ ଇସ୍ରାଏଲର ସଦାପ୍ରଭୁ ପରମେଶ୍ୱର, ତୁମ୍ଭର ପ୍ରତିଜ୍ଞାକୁ ସଫଳ କର। ତୁମ୍ଭେ ତୁମ୍ଭର ଦାସ ଦାଉଦଙ୍କୁ ଏହି ପ୍ରତିଜ୍ଞା ଦେଇଥିଲ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ହେ ସଦାପ୍ରଭୋ, ଇସ୍ରାଏଲର ପରମେଶ୍ୱର, ତୁମ୍ଭ ଦାସ ଦାଉଦଙ୍କ ପ୍ରତି ଉକ୍ତ ତୁମ୍ଭର ବାକ୍ୟ ଦୃଢ଼ ହେଉ।
Odia IRV 2017 (ଓଡିଆ ବାଇବେଲ)
ଏହେତୁ ହେ ସଦାପ୍ରଭୁ, ଇସ୍ରାଏଲର ପରମେଶ୍ୱର, ତୁମ୍ଭ ଦାସ ଦାଉଦଙ୍କ ପ୍ରତି ଉକ୍ତ ତୁମ୍ଭର ବାକ୍ୟ ଦୃଢ଼ ହେଉ।