2 Chronicles 6:18 — Compare Translations

5 translations compared side by side

Odia - 1840
"କିନ୍ତୁ ଆମ୍ଭମାନେେ ଜାଣୁ ଯେ ତୁମ୍ଭେ ପରମେଶ୍ବର, ପ୍ରକୃତ ରେ ଏହି ପୃଥିବୀ ରେ ମନୁଷ୍ଯମାନଙ୍କ ସହିତ ବସବାସ କରିବ ନାହିଁ। ସ୍ବର୍ଗ ଓ ଉଚ୍ଚତମ ସ୍ବର୍ଗଗଣ ତୁମ୍ଭକୁ ଧାରଣ କରିପାରନ୍ତି ନାହିଁ। ଆଉ ଆମ୍ଭମାନେେ ଜାଣୁ ଯେ, ମୁଁ ନିର୍ମିତ କରିଥିବା ଏହି ମନ୍ଦିର ତୁମ୍ଭକୁ ଧାରଣ କରି ନ ପା ରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ପରମେଶ୍ଵର କʼଣ ପୃଥିବୀରେ ମନୁଷ୍ୟମାନଙ୍କ ସଙ୍ଗରେ ନିତା; ବାସ କରିବେ? ଦେଖ, ସ୍ଵର୍ଗ ଓ ସ୍ଵର୍ଗର (ଉପରିସ୍ଥ) ସ୍ଵର୍ଗ ତୁମ୍ଭଙ୍କୁ ଧାରଣ କରି ନ ପାରେ; ତେବେ ଆମ୍ଭ ନିର୍ମିତ ଏହି ଗୃହ କʼଣ ପାରିବ?
Odia Bible ERV 2004 (ପବିତ୍ର ବାଇବଲ)
“କିନ୍ତୁ ଆମ୍ଭେମାନେ ଜାଣୁ ଯେ ତୁମ୍ଭେ ପରମେଶ୍ୱର, ପ୍ରକୃତରେ ଏହି ପୃଥିବୀରେ ମନୁଷ୍ୟମାନଙ୍କ ସହିତ ବସବାସ କରିବ ନାହିଁ। ସ୍ୱର୍ଗ ଓ ଉଚ୍ଚତମ ସ୍ୱର୍ଗଗଣ ତୁମ୍ଭକୁ ଧାରଣ କରି ପାରନ୍ତି ନାହିଁ। ଆଉ ଆମ୍ଭେମାନେ ଜାଣୁ ଯେ, ମୁଁ ନିର୍ମିତ କରିଥିବା ଏହି ମନ୍ଦିର ତୁମ୍ଭକୁ ଧାରଣ କରି ନ ପାରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ପରମେଶ୍ୱର କʼଣ ପୃଥିବୀରେ ମନୁଷ୍ୟମାନଙ୍କ ସଙ୍ଗରେ ନିତାନ୍ତ ବାସ କରିବେ? ଦେଖ, ସ୍ୱର୍ଗ ଓ ସ୍ୱର୍ଗର (ଉପରିସ୍ଥ) ସ୍ୱର୍ଗ ତୁମ୍ଭଙ୍କୁ ଧାରଣ କରି ନ ପାରେ; ତେବେ ଆମ୍ଭ ନିର୍ମିତ ଏହି ଗୃହ କʼଣ ପାରିବ?
Odia IRV 2017 (ଓଡିଆ ବାଇବେଲ)
ମାତ୍ର ପରମେଶ୍ୱର କ’ଣ ପୃଥିବୀରେ ମନୁଷ୍ୟମାନଙ୍କ ସଙ୍ଗରେ ନିତାନ୍ତ ବାସ କରିବେ? ଦେଖ, ସ୍ୱର୍ଗ ଓ ସ୍ୱର୍ଗର (ଉପରିସ୍ଥ) ସ୍ୱର୍ଗ ତୁମ୍ଭଙ୍କୁ ଧାରଣ କରି ନ ପାରେ; ତେବେ ଆମ୍ଭ ନିର୍ମିତ ଏହି ଗୃହ କ’ଣ ପାରିବ?