2 Chronicles 6:19 — Compare Translations

5 translations compared side by side

Odia - 1840
"କିନ୍ତୁ ମାେ ପ୍ରାର୍ଥନା ରେ ଓ ମୁଁ ତୁମ୍ଭ ନିକଟରେ ଦୟା ଭିକ୍ଷା କରିବା ସମୟରେ ସେଥିପ୍ରତି ଧ୍ଯାନ ଦିଅ। ହେ ସଦାପ୍ରଭୁ, ମାରେ ପରମେଶ୍ବର, ମୁଁ ତୁମ୍ଭ ନିକଟରେ ଡ଼ାକ ପକାଇବା ସମୟରେ ମାରେ ଡ଼ାକ ଶୁଣ। ମୁଁ ତୁମ୍ଭ ନିକଟରେ ଯେଉଁ ପ୍ରାର୍ଥନା କରିଅଛି, ତାହା ଣୁଣ। ମୁଁ ତୁମ୍ଭର ଦାସ ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତଥାପି ହେ ସଦାପ୍ରଭୋ, ମୋର ପରମେଶ୍ଵର, ତୁମ୍ଭ ଦାସ ତୁମ୍ଭ ସମ୍ମୁଖରେ ଯେଉଁ କାକୁକ୍ତି ଓ ପ୍ରାର୍ଥନା ନିବେଦନ କରୁଅଛି, ତାହା ଶୁଣିବା ପାଇଁ ତୁମ୍ଭେ ଆପଣା ଦାସର ପ୍ରାର୍ଥନା ଓ ବିନତିରେ ମନୋଯୋଗ କର;
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ମୋ’ ପ୍ରାର୍ଥନାରେ ଓ ମୁଁ ତୁମ୍ଭ ନିକଟରେ ଦୟା ଭିକ୍ଷା କରିବା ସମୟରେ ସେଥିପ୍ରତି ଧ୍ୟାନ ଦିଅ। ହେ ସଦାପ୍ରଭୁ, ମୋର ପରମେଶ୍ୱର, ମୁଁ ତୁମ୍ଭ ନିକଟରେ ଡାକ ପକାଇବା ସମୟରେ ମୋର ଡାକ ଶୁଣ। ମୁଁ ତୁମ୍ଭ ନିକଟରେ ଯେଉଁ ପ୍ରାର୍ଥନା କରିଅଛି, ତାହା ଣୁଣ। ମୁଁ ତୁମ୍ଭର ଦାସ ଅଟେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତଥାପି ହେ ସଦାପ୍ରଭୋ, ମୋର ପରମେଶ୍ୱର, ତୁମ୍ଭ ଦାସ ତୁମ୍ଭ ସମ୍ମୁଖରେ ଯେଉଁ କାକୂକ୍ତି ଓ ପ୍ରାର୍ଥନା ନିବେଦନ କରୁଅଛି, ତାହା ଶୁଣିବା ପାଇଁ ତୁମ୍ଭେ ଆପଣା ଦାସର ପ୍ରାର୍ଥନା ଓ ବିନତିରେ ମନୋଯୋଗ କର;
Odia IRV 2017 (ଓଡିଆ ବାଇବେଲ)
ତଥାପି ହେ ସଦାପ୍ରଭୁ, ମୋର ପରମେଶ୍ୱର, ତୁମ୍ଭ ଦାସ ତୁମ୍ଭ ସମ୍ମୁଖରେ ଯେଉଁ କାକୂକ୍ତି ଓ ପ୍ରାର୍ଥନା ନିବେଦନ କରୁଅଛି, ତାହା ଶୁଣିବା ପାଇଁ ତୁମ୍ଭେ ଆପଣା ଦାସର ପ୍ରାର୍ଥନା ଓ ବିନତିରେ ମନୋଯୋଗ କର;