2 Chronicles 6:2 — Compare Translations

5 translations compared side by side

Odia - 1840
"ହେ ସଦାପ୍ରଭୁ, ତୁମ୍ଭେ ବାସ କରିବା ନିମନ୍ତେ ମୁଁ ଏକ ମନ୍ଦିର ନିର୍ମାଣ କରିଅଛି। ଅନନ୍ତକାଳ ବାସ କରିବା ପାଇଁ ଏହା ତୁମ୍ଭ ନିମନ୍ତେ ଏକ ଉଚ୍ଚ ମନ୍ଦିର ସ୍ଥାନ ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ମୁଁ ତୁମ୍ଭ ପାଇଁ ଏକ ବାସଗୃହ ଓ ତୁମ୍ଭର ସଦାକାଳ ବାସ ନିମନ୍ତେ ଏକ ସ୍ଥାନ ପ୍ରସ୍ତୁତ କରିଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁ, ତୁମ୍ଭେ ବାସ କରିବା ନିମନ୍ତେ ମୁଁ ଏକ ମନ୍ଦିର ନିର୍ମାଣ କରିଅଛି। ଅନନ୍ତକାଳ ବାସ କରିବା ପାଇଁ ଏହା ତୁମ୍ଭ ନିମନ୍ତେ ଏକ ଉଚ୍ଚ ମନ୍ଦିର ସ୍ଥାନ ଅଟେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ମୁଁ ତୁମ୍ଭ ପାଇଁ ଏକ ବାସଗୃହ ଓ ତୁମ୍ଭର ସଦାକାଳ ବାସ ନିମନ୍ତେ ଏକ ସ୍ଥାନ ପ୍ରସ୍ତୁତ କରିଅଛି।”
Odia IRV 2017 (ଓଡିଆ ବାଇବେଲ)
ମାତ୍ର ମୁଁ ତୁମ୍ଭ ପାଇଁ ଏକ ବାସଗୃହ ଓ ତୁମ୍ଭର ସଦାକାଳ ବାସ ନିମନ୍ତେ ଏକ ସ୍ଥାନ ପ୍ରସ୍ତୁତ କରିଅଛି।