2 Chronicles 6:24 — Compare Translations
5 translations compared side by side
Odia - 1840
"ଯଦି ତୁମ୍ଭର ଇଶ୍ରାୟେଲର ଲୋକମାନେ ତୁମ୍ଭ ବିରୁଦ୍ଧ ରେ ପାପ କଲେ ଜଣେ ଶତ୍ରୁ ଆସି ହୁଏତ ସମାନଙ୍କେୁ ପରାସ୍ତ କରିପା ରେ। ଆଉ ତା'ପରେ, ଯଦି ଇଶ୍ରାୟେଲର ଲୋକମାନେ ତୁମ୍ଭ ନିକଟକୁ ଫରେି ଆସନ୍ତି ଓ ତୁମ୍ଭ ନିକଟରେ ପାପ ସ୍ବୀକାର କରନ୍ତି ଏବଂ ଏହି ମନ୍ଦିର ରେ ତୁମ୍ଭ ନିକଟରେ ପ୍ରାର୍ଥନା କରନ୍ତି ଓ ତୁମ୍ଭର କରୁଣା ଭିକ୍ଷା କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ତୁମ୍ଭ ଲୋକ ଇସ୍ରାଏଲ ତୁମ୍ଭ ବିରୁଦ୍ଧରେ ପାପ କରିବା ସକାଶୁ ଶତ୍ରୁ ସମ୍ମୁଖରେ ପରାସ୍ତ ହେଲେ ଯେବେ ପୁନର୍ବାର ଫେରି ତୁମ୍ଭ ନାମ ସ୍ଵୀକାର କରନ୍ତି ଓ ଏହି ଗୃହରେ ତୁମ୍ଭ ନିକଟରେ ପ୍ରାର୍ଥନା ଓ ବିନତି କରନ୍ତି;
Odia Bible ERV 2004 (ପବିତ୍ର ବାଇବଲ)
“ଯଦି ତୁମ୍ଭର ଇସ୍ରାଏଲର ଲୋକମାନେ ତୁମ୍ଭ ବିରୁଦ୍ଧରେ ପାପ କଲେ ଜଣେ ଶତ୍ରୁ ଆସି ହୁଏତ ସେମାନଙ୍କୁ ପରାସ୍ତ କରିପାରେ। ଆଉ ତା’ପରେ, ଯଦି ଇସ୍ରାଏଲର ଲୋକମାନେ ତୁମ୍ଭ ନିକଟକୁ ଫେରି ଆସନ୍ତି ଓ ତୁମ୍ଭ ନିକଟରେ ପାପ ସ୍ୱୀକାର କରନ୍ତି ଏବଂ ଏହି ମନ୍ଦିରରେ ତୁମ୍ଭ ନିକଟରେ ପ୍ରାର୍ଥନା କରନ୍ତି ଓ ତୁମ୍ଭର କରୁଣା ଭିକ୍ଷା କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ତୁମ୍ଭ ଲୋକ ଇସ୍ରାଏଲ ତୁମ୍ଭ ବିରୁଦ୍ଧରେ ପାପ କରିବା ସକାଶୁ ଶତ୍ରୁ ସମ୍ମୁଖରେ ପରାସ୍ତ ହେଲେ ଯେବେ ପୁନର୍ବାର ଫେରି ତୁମ୍ଭ ନାମ ସ୍ୱୀକାର କରନ୍ତି ଓ ଏହି ଗୃହରେ ତୁମ୍ଭ ନିକଟରେ ପ୍ରାର୍ଥନା ଓ ବିନତି କରନ୍ତି;
Odia IRV 2017 (ଓଡିଆ ବାଇବେଲ)
ପୁଣି ତୁମ୍ଭ ଲୋକ ଇସ୍ରାଏଲ ତୁମ୍ଭ ବିରୁଦ୍ଧରେ ପାପ କରିବା ସକାଶୁ ଶତ୍ରୁ ସମ୍ମୁଖରେ ପରାସ୍ତ ହେଲେ ଯେବେ ପୁନର୍ବାର ଫେରି ତୁମ୍ଭ ନାମ ସ୍ୱୀକାର କରନ୍ତି ଓ ଏହି ଗୃହରେ ତୁମ୍ଭ ନିକଟରେ ପ୍ରାର୍ଥନା ଓ ବିନତି କରନ୍ତି;