2 Chronicles 6:25 — Compare Translations

5 translations compared side by side

Odia - 1840
"ତବେେ ତୁମ୍ଭେ ସ୍ବର୍ଗରୁ ତାହା ଶୁଣ ଓ ତୁମ୍ଭର ଲୋକ ଇଶ୍ରାୟେଲର ପାପ କ୍ଷମା କର। ତୁମ୍ଭେ ସମାନଙ୍କେୁ ଓ ସମାନଙ୍କେର ପୂର୍ବପୁରୁଷମାନଙ୍କୁ ଯେଉଁ ଦେଶ ଦଇେଅଛ, ସମାନଙ୍କେୁ ପୁନର୍ବାର ସଠାେକୁ ଫରୋଇ ଆଣ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ତୁମ୍ଭେ ସ୍ଵର୍ଗରୁ ତାହା ଶୁଣ ଓ ଆପଣା ଲୋକ ଇସ୍ରାଏଲର ପାପ କ୍ଷମା କର, ପୁଣି ସେମାନଙ୍କୁ ଓ ସେମାନଙ୍କ ପୂର୍ବପୁରୁଷଗଣକୁ ଯେଉଁ ଦେଶ ଦେଇଅଛ, ସେଠାକୁ ପୁନର୍ବାର ସେମାନଙ୍କୁ ଆଣ ।
Odia Bible ERV 2004 (ପବିତ୍ର ବାଇବଲ)
ତେବେ ତୁମ୍ଭେ ସ୍ୱର୍ଗରୁ ତାହା ଶୁଣ ଓ ତୁମ୍ଭର ଲୋକ ଇସ୍ରାଏଲର ପାପ କ୍ଷମା କର। ତୁମ୍ଭେ ସେମାନଙ୍କୁ ଓ ସେମାନଙ୍କର ପୂର୍ବପୁରୁଷମାନଙ୍କୁ ଯେଉଁ ଦେଶ ଦେଇଅଛ, ସେମାନଙ୍କୁ ପୁନର୍ବାର ସେଠାକୁ ଫେରାଇ ଆଣ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ତୁମ୍ଭେ ସ୍ୱର୍ଗରୁ ତାହା ଶୁଣ ଓ ଆପଣା ଲୋକ ଇସ୍ରାଏଲର ପାପ କ୍ଷମା କର, ପୁଣି ସେମାନଙ୍କୁ ଓ ସେମାନଙ୍କ ପୂର୍ବପୁରୁଷଗଣକୁ ଯେଉଁ ଦେଶ ଦେଇଅଛ, ସେଠାକୁ ପୁନର୍ବାର ସେମାନଙ୍କୁ ଆଣ।
Odia IRV 2017 (ଓଡିଆ ବାଇବେଲ)
ତେବେ ତୁମ୍ଭେ ସ୍ୱର୍ଗରୁ ତାହା ଶୁଣ ଓ ଆପଣା ଲୋକ ଇସ୍ରାଏଲର ପାପ କ୍ଷମା କର, ପୁଣି ସେମାନଙ୍କୁ ଓ ସେମାନଙ୍କ ପୂର୍ବପୁରୁଷଗଣକୁ ଯେଉଁ ଦେଶ ଦେଇଅଛ, ସେଠାକୁ ପୁନର୍ବାର ସେମାନଙ୍କୁ ଆଣ।