2 Chronicles 6:26 — Compare Translations
5 translations compared side by side
Odia - 1840
"ଆକାଶ ରୁଦ୍ଧ ହାଇେ ହୁଏତ ବର୍ଷା ହାଇେ ନ ପା ରେ। ଯଦି ଇଶ୍ରାୟେଲର ଲୋକମାନେ ତୁମ୍ଭ ବିରୁଦ୍ଧ ରେ ପାପ କରନ୍ତି, ତବେେ ଏହା ଘଟିବ। ଆଉ ଯଦି ଇଶ୍ରାୟେଲର ଲୋକମାନେ ଏହି ମନ୍ଦିର ଆଡ଼େ ଚାହିଁ ତୁମ୍ଭଠା ରେ ସ୍ବୀକାର କରନ୍ତି ଏବଂ ପ୍ରାର୍ଥନା କରନ୍ତି, ଆଉ ତୁମ୍ଭେ ସମାନଙ୍କେୁ ଦଣ୍ଡ ଦଇେଥାଅ। ଯଦି ସମାନେେ ସମାନଙ୍କେର ପାପ ପାଇଁ ଅନୁତାପ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ତୁମ୍ଭ ବିରୁଦ୍ଧରେ ପାପ କରିବା ସକାଶୁ ଯେବେ ଆକାଶ ରୁଦ୍ଧ ହୋଇ ବୃଷ୍ଟି ନ ହୁଏ, ତେବେ ତୁମ୍ଭେ ସେମାନଙ୍କୁ କ୍ଳେଶ ଦେବା ବେଳେ, ଯେବେ ସେମାନେ ଏହି ସ୍ଥାନ ଅଭିମୁଖରେ ପ୍ରାର୍ଥନା କରନ୍ତି ଓ ତୁମ୍ଭ ନାମ ସ୍ଵୀକାର କରି ଆପଣା ଆପଣା ପାପରୁ ଫେରନ୍ତି;
Odia Bible ERV 2004 (ପବିତ୍ର ବାଇବଲ)
“ଆକାଶ ରୁଦ୍ଧ ହୋଇ ହୁଏତ ବର୍ଷା ହୋଇ ନ ପାରେ। ଯଦି ଇସ୍ରାଏଲର ଲୋକମାନେ ତୁମ୍ଭ ବିରୁଦ୍ଧରେ ପାପ କରନ୍ତି, ତେବେ ଏହା ଘଟିବ। ଆଉ ଯଦି ଇସ୍ରାଏଲର ଲୋକମାନେ ଏହି ମନ୍ଦିର ଆଡ଼େ ଗ୍ଭହିଁ ତୁମ୍ଭଠାରେ ସ୍ୱୀକାର କରନ୍ତି ଏବଂ ପ୍ରାର୍ଥନା କରନ୍ତି, ଆଉ ତୁମ୍ଭେ ସେମାନଙ୍କୁ ଦଣ୍ଡ ଦେଇଥାଅ। ଯଦି ସେମାନେ ସେମାନଙ୍କର ପାପ ପାଇଁ ଅନୁତାପ କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ତୁମ୍ଭ ବିରୁଦ୍ଧରେ ପାପ କରିବା ସକାଶୁ ଯେବେ ଆକାଶ ରୁଦ୍ଧ ହୋଇ ବୃଷ୍ଟି ନ ହୁଏ, ତେବେ ତୁମ୍ଭେ ସେମାନଙ୍କୁ କ୍ଳେଶ ଦେବା ବେଳେ, ଯେବେ ସେମାନେ ଏହି ସ୍ଥାନ ଅଭିମୁଖରେ ପ୍ରାର୍ଥନା କରନ୍ତି ଓ ତୁମ୍ଭ ନାମ ସ୍ୱୀକାର କରି ଆପଣା ଆପଣା ପାପରୁ ଫେରନ୍ତି;
Odia IRV 2017 (ଓଡିଆ ବାଇବେଲ)
ସେମାନେ ତୁମ୍ଭ ବିରୁଦ୍ଧରେ ପାପ କରିବା ସକାଶୁ ଯେବେ ଆକାଶ ରୁଦ୍ଧ ହୋଇ ବୃଷ୍ଟି ନ ହୁଏ, ତେବେ ତୁମ୍ଭେ ସେମାନଙ୍କୁ କ୍ଳେଶ ଦେବା ବେଳେ, ଯେବେ ସେମାନେ ଏହି ସ୍ଥାନ ଅଭିମୁଖରେ ପ୍ରାର୍ଥନା କରନ୍ତି ଓ ତୁମ୍ଭ ନାମ ସ୍ୱୀକାର କରି ଆପଣା ଆପଣା ପାପରୁ ଫେରନ୍ତି;