2 Chronicles 6:29 — Compare Translations

5 translations compared side by side

Odia - 1840
"ଆଉ, ତା'ପରେ ଇଶ୍ରାୟେଲର ତୁମ୍ଭର ପ୍ରେତ୍ୟକକ ବ୍ଯକ୍ତି ନିଜର ସମସ୍ଯା ଓ କ୍ଲେଶ ଜାଣି ସମାନଙ୍କେ ମଧ୍ଯରୁ କହେି ତୁମ୍ଭ ନିକଟରେ ପ୍ରାର୍ଥନା ଓ ବୀନତି କରେ, - ଆଉ ଯଦି ସହେି ବ୍ଯକ୍ତି ଏହି ମନ୍ଦିର ଆଡ଼େ ଚାହିଁ ତାହାର ହସ୍ତ ପ୍ରସାର କରେ,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ଆପଣା ଆପଣା ପୀଡ଼ା ଓ ଦୁଃଖ ଜାଣି କୌଣସି ଲୋକ କିଅବା ତୁମ୍ଭର ସମଗ୍ର ଇସ୍ରାଏଲ ଲୋକ ଏହି ଗୃହ ଆଡ଼େ ହସ୍ତ ବିସ୍ତାର କରି କୌଣସି ପ୍ରାର୍ଥନା କି ବିନତି କଲେ,
Odia Bible ERV 2004 (ପବିତ୍ର ବାଇବଲ)
ଆଉ, ତା’ପରେ ଇସ୍ରାଏଲର ତୁମ୍ଭର ପ୍ରତ୍ୟେକ ବ୍ୟକ୍ତି ନିଜର ସମସ୍ୟା ଓ କ୍ଳେଶ ଜାଣି ସେମାନଙ୍କ ମଧ୍ୟରୁ କେହି ତୁମ୍ଭ ନିକଟରେ ପ୍ରାର୍ଥନା ଓ ବିନତି କରେ, ଆଉ ଯଦି ସେହି ବ୍ୟକ୍ତି ଏହି ମନ୍ଦିର ଆଡ଼େ ଗ୍ଭହିଁ ତାହାର ହସ୍ତ ପ୍ରସାର କରେ,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ଆପଣା ଆପଣା ପୀଡ଼ା ଓ ଦୁଃଖ ଜାଣି କୌଣସି ଲୋକ କିଅବା ତୁମ୍ଭର ସମଗ୍ର ଇସ୍ରାଏଲ ଲୋକ ଏହି ଗୃହ ଆଡ଼େ ହସ୍ତ ବିସ୍ତାର କରି କୌଣସି ପ୍ରାର୍ଥନା କି ବିନତି କଲେ,
Odia IRV 2017 (ଓଡିଆ ବାଇବେଲ)
ତେବେ ଆପଣା ଆପଣା ପୀଡ଼ା ଓ ଦୁଃଖ ଜାଣି କୌଣସି ଲୋକ କିଅବା ତୁମ୍ଭର ସମଗ୍ର ଇସ୍ରାଏଲ ଲୋକ ଏହି ଗୃହ ଆଡ଼େ ହସ୍ତ ବିସ୍ତାର କରି କୌଣସି ପ୍ରାର୍ଥନା କି ବିନତି କଲେ,