2 Chronicles 6:3 — Compare Translations
5 translations compared side by side
Odia - 1840
"ରାଜା ଶ ଲୋମନ ତାହାଙ୍କ ସମ୍ମୁଖ ରେ ଛିଡ଼ା ହାଇେଥିବା ଇଶ୍ରାୟେଲର ଲୋକମାନଙ୍କୁ ଆଶୀର୍ବାଦ କରିବାକୁ ବୁଲି ପଡ଼ିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ରାଜା ମୁଖ ଫେରାଇ ଇସ୍ରାଏଲର ସମଗ୍ର ସମାଜକୁ ଆଶୀର୍ବାଦ କଲେ; ପୁଣି ଇସ୍ରାଏଲର ସମଗ୍ର ସମାଜ ଠିଆ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଶଲୋମନଙ୍କର ଭାଷଣ ରାଜା ଶଲୋମନ ତାହାଙ୍କ ସମ୍ମୁଖରେ ଛିଡ଼ା ହୋଇଥିବା ଇସ୍ରାଏଲର ଲୋକମାନଙ୍କୁ ଆଶୀର୍ବାଦ କରିବାକୁ ବୁଲି ପଡ଼ିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ରାଜା ମୁଖ ଫେରାଇ ଇସ୍ରାଏଲର ସମଗ୍ର ସମାଜକୁ ଆଶୀର୍ବାଦ କଲେ; ପୁଣି ଇସ୍ରାଏଲର ସମଗ୍ର ସମାଜ ଠିଆ ହେଲେ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ରାଜା ମୁଖ ଫେରାଇ ଇସ୍ରାଏଲର ସମଗ୍ର ସମାଜକୁ ଆଶୀର୍ବାଦ କଲେ; ପୁଣି ଇସ୍ରାଏଲର ସମଗ୍ର ସମାଜ ଠିଆ ହେଲେ।