2 Chronicles 6:30 — Compare Translations

5 translations compared side by side

Odia - 1840
"ତବେେ ତୁମ୍ଭେ ସ୍ବର୍ଗ ରେ ଥାଇ ତାହା ଶୁଣ, ଯେଉଁଠା ରେ ତୁମ୍ଭେ ବାସ କର, ଓ କ୍ଷମା ଦିଅ। ପ୍ରେତ୍ୟକକ ବ୍ଯକ୍ତିକୁ ତାହାର ପ୍ରାପ୍ଯମତେ ଦିଅ। କବଳେ ତୁମ୍ଭେ ହିଁ ଜାଣ ଯେ, ଜଣେ ବ୍ଯକ୍ତିର ହୃଦଯ ରେ କ'ଣ ଅଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଆପଣା ନିବାସ-ସ୍ଥାନ ସ୍ଵର୍ଗରୁ ତାହା ଶ୍ରବଣ କରି କ୍ଷମା କର, ଆଉ ପ୍ରତ୍ୟେକ ମନୁଷ୍ୟର ଅନ୍ତଃକରଣ ଜାଣି ତାହାର ସକଳ ଗତି ଅନୁସାରେ ପ୍ରତିଫଳ ଦିଅ, କାରଣ ତୁମ୍ଭେ, କେବଳ ତୁମ୍ଭେ ହିଁ ମନୁଷ୍ୟ-ସନ୍ତାନଗଣର ଅନ୍ତଃକରଣ ଜାଣୁଅଛ ।
Odia Bible ERV 2004 (ପବିତ୍ର ବାଇବଲ)
ତେବେ ତୁମ୍ଭେ ସ୍ୱର୍ଗରେ ଥାଇ ତାହା ଶୁଣ, ଯେଉଁଠାରେ ତୁମ୍ଭେ ବାସ କର, ଓ କ୍ଷମା ଦିଅ। ପ୍ରତ୍ୟେକ ବ୍ୟକ୍ତିକୁ ତାହାର ପ୍ରାପ୍ୟନୁସାରେ ଦିଅ। କେବଳ ତୁମ୍ଭେ ହିଁ ଜାଣ ଯେ, ଜଣେ ବ୍ୟକ୍ତିର ହୃଦୟରେ କ’ଣ ଅଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଆପଣା ନିବାସ ସ୍ଥାନ ସ୍ୱର୍ଗରୁ ତାହା ଶ୍ରବଣ କରି କ୍ଷମା କର, ଆଉ ପ୍ରତ୍ୟେକ ମନୁଷ୍ୟର ଅନ୍ତଃକରଣ ଜାଣି ତାହାର ସକଳ ଗତି ଅନୁସାରେ ପ୍ରତିଫଳ ଦିଅ, କାରଣ ତୁମ୍ଭେ, କେବଳ ତୁମ୍ଭେ ହିଁ ମନୁଷ୍ୟ-ସନ୍ତାନଗଣର ଅନ୍ତଃକରଣ ଜାଣୁଅଛ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଆପଣା ନିବାସ-ସ୍ଥାନ ସ୍ୱର୍ଗରୁ ତାହା ଶ୍ରବଣ କରି କ୍ଷମା କର, ଆଉ ପ୍ରତ୍ୟେକ ମନୁଷ୍ୟର ଅନ୍ତଃକରଣ ଜାଣି ତାହାର ସକଳ ଗତି ଅନୁସାରେ ପ୍ରତିଫଳ ଦିଅ, କାରଣ ତୁମ୍ଭେ, କେବଳ ତୁମ୍ଭେ ହିଁ ମନୁଷ୍ୟ-ସନ୍ତାନଗଣର ଅନ୍ତଃକରଣ ଜାଣୁଅଛ।