2 Chronicles 6:31 — Compare Translations

5 translations compared side by side

Odia - 1840
"ତବେେ ତୁମ୍ଭେ ଆମ୍ଭମାନଙ୍କର ପୂର୍ବପୁରୁଷମାନଙ୍କୁ ଦଇେଥିବା ଦେଶ ରେ ଲୋକମାନେ ଯେତକୋଳ ବାସ କରିବେ, େସତଦେିନ ପର୍ୟ୍ଯନ୍ତ ସମାନେେ ତୁମ୍ଭକୁ ଭୟ କରିବେ ଓ ତୁମ୍ଭକୁ ମାନିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାହେଲେ, ତୁମ୍ଭେ ଆମ୍ଭମାନଙ୍କ ପୂର୍ବପୁରୁଷଗଣକୁ ଯେଉଁ ଦେଶ ଦେଇଅଛ, ତହିଁରେ ସେମାନଙ୍କ ବସତିର ସମସ୍ତ ଦିନ ତୁମ୍ଭ ପଥରେ ଚାଲିବା ପାଇଁ ସେମାନେ ତୁମ୍ଭଙ୍କୁ ଭୟ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ତେବେ ତୁମ୍ଭେ ଆମ୍ଭମାନଙ୍କର ପୂର୍ବପୁରୁଷମାନଙ୍କୁ ଦେଇଥିବା ଦେଶରେ ଲୋକମାନେ ଯେତେକାଳ ବାସ କରିବେ, ସେତେଦିନ ପର୍ଯ୍ୟନ୍ତ ସେମାନେ ତୁମ୍ଭକୁ ଭୟ କରିବେ ଓ ତୁମ୍ଭକୁ ମାନିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାହେଲେ, ତୁମ୍ଭେ ଆମ୍ଭମାନଙ୍କ ପୂର୍ବପୁରୁଷଗଣକୁ ଯେଉଁ ଦେଶ ଦେଇଅଛ, ତହିଁରେ ସେମାନଙ୍କ ବସତିର ସମସ୍ତ ଦିନ ତୁମ୍ଭ ପଥରେ ଚାଲିବା ପାଇଁ ସେମାନେ ତୁମ୍ଭଙ୍କୁ ଭୟ କରିବେ।
Odia IRV 2017 (ଓଡିଆ ବାଇବେଲ)
ତାହାହେଲେ, ତୁମ୍ଭେ ଆମ୍ଭମାନଙ୍କ ପୂର୍ବପୁରୁଷଗଣକୁ ଯେଉଁ ଦେଶ ଦେଇଅଛ, ତହିଁରେ ସେମାନଙ୍କ ବସତିର ସମସ୍ତ ଦିନ ତୁମ୍ଭ ପଥରେ ଚାଲିବା ପାଇଁ ସେମାନେ ତୁମ୍ଭଙ୍କୁ ଭୟ କରିବେ।