2 Chronicles 6:32 — Compare Translations

5 translations compared side by side

Odia - 1840
"ହୁଏତ ଜଣେ ଅପରିଚିତ ବ୍ଯକ୍ତି ଥାଇପା ରେ, ୟିଏ ଜଣେ ଇଶ୍ରାୟେଲୀୟ ହାଇେ ନ ଥିବ, କିନ୍ତୁ ଏକ ଦୂର ଦେଶରୁ ଏଠାକୁ ଆସିଥାଇପା ରେ। ସହେି ବିଦେଶୀ ବ୍ଯକ୍ତି ତୁମ୍ଭର ମହାନ୍ ନାମ, ତୁମ୍ଭର ମହାନ୍ ଶକ୍ତି ଓ ଲୋକମାନଙ୍କୁ ବିପଦରୁ ଉଦ୍ଧାର କରିବା ତୁମ୍ଭର ସାମର୍ଥ୍ଯ ଶୁଣି ଆସିପା ରେ। ଯେତବେେଳେ ସହେି ବ୍ଯକ୍ତି ଆସିବ ଓ ଏହି ମନ୍ଦିର ଆଡ଼କୁ ଚାହିଁ ପ୍ରାର୍ଥନା କରିବ,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି ଯେ ତୁମ୍ଭ ଇସ୍ରାଏଲ ଲୋକର ମଧ୍ୟବର୍ତ୍ତୀ ନୁହେଁ, ଏପରି କୌଣସି ବିଦେଶୀ ଯେବେ ତୁମ୍ଭର ମହାନାମ ଓ ତୁମ୍ଭର ବଳବାନ ହସ୍ତ ଓ ତୁମ୍ଭର ବିସ୍ତୀର୍ଣ୍ଣ ବାହୁ ସକାଶୁ ଦୂର ଦେଶରୁ ଆସେ ଓ ଆସି ଏହି ଗୃହ ଆଡ଼େ ପ୍ରାର୍ଥନା କରେ;
Odia Bible ERV 2004 (ପବିତ୍ର ବାଇବଲ)
“ହୁଏତ ଜଣେ ଅପରିଚିତ ବ୍ୟକ୍ତି ଥାଇପାରେ, ଯିଏ ଜଣେ ଇସ୍ରାଏଲୀୟ ହୋଇ ନ ଥିବ, କିନ୍ତୁ ଏକ ଦୂର ଦେଶରୁ ଏଠାକୁ ଆସିଥାଇପାରେ। ସେହି ବିଦେଶୀ ବ୍ୟକ୍ତି ତୁମ୍ଭର ମହାନ ନାମ, ତୁମ୍ଭର ମହାନ ଶକ୍ତି ଓ ଲୋକମାନଙ୍କୁ ବିପଦରୁ ଉଦ୍ଧାର କରିବା ତୁମ୍ଭର ସାମର୍ଥ୍ୟ ଶୁଣି ଆସିପାରେ। ଯେତେବେଳେ ସେହି ବ୍ୟକ୍ତି ଆସିବ ଓ ଏହି ମନ୍ଦିର ଆଡ଼କୁ ଗ୍ଭହିଁ ପ୍ରାର୍ଥନା କରିବ,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି ଯେ ତୁମ୍ଭ ଇସ୍ରାଏଲ ଲୋକର ମଧ୍ୟବର୍ତ୍ତୀ ନୁହେଁ, ଏପରି କୌଣସି ବିଦେଶୀ ଯେବେ ତୁମ୍ଭର ମହାନାମ ଓ ତୁମ୍ଭର ବଳବାନ ହସ୍ତ ଓ ତୁମ୍ଭର ବିସ୍ତୀର୍ଣ୍ଣ ବାହୁ ସକାଶୁ ଦୂର ଦେଶରୁ ଆସେ ଓ ଆସି ଏହି ଗୃହ ଆଡ଼େ ପ୍ରାର୍ଥନା କରେ;
Odia IRV 2017 (ଓଡିଆ ବାଇବେଲ)
ଆହୁରି ଯେ ତୁମ୍ଭ ଇସ୍ରାଏଲ ଲୋକର ମଧ୍ୟବର୍ତ୍ତୀ ନୁହେଁ, ଏପରି କୌଣସି ବିଦେଶୀ ଯେବେ ତୁମ୍ଭର ମହାନାମ ଓ ତୁମ୍ଭର ବଳବାନ ହସ୍ତ ଓ ତୁମ୍ଭର ବିସ୍ତୀର୍ଣ୍ଣ ବାହୁ ସକାଶୁ ଦୂର ଦେଶରୁ ଆସେ ଓ ଆସି ଏହି ଗୃହ ଆଡ଼େ ପ୍ରାର୍ଥନା କରେ;