2 Chronicles 6:33 — Compare Translations
5 translations compared side by side
Odia - 1840
"ତବେେ ତୁମ୍ଭେ ଯେଉଁ ସ୍ବର୍ଗ ରେ ବାସ କର, ସଠାରୁେ ଥାଉ, ସହେି ବିଦେଶୀ ବ୍ଯକ୍ତିର କଥା ଶୁଣ ଓ ତାହାର ପ୍ରାର୍ଥନା ରେ ଉତ୍ତର ଦିଅ। ତବେେ ତୁମ୍ଭର ଲୋକ ଇଶ୍ରାୟେଲ ଯେପରି ତୁମ୍ଭକୁ ସମ୍ମାନ କରନ୍ତି, ସହେିପରି ସାରା ପୃଥିବୀର ଲୋକମାନେ ତୁମ୍ଭର ନାମକୁ ଜାଣିବେ, ଓ ତୁମ୍ଭକୁ ସମ୍ମାନ କରିବେ। ଆଉ, ମୁଁ ନିର୍ମାଣ କରିଥିବା ଏହି ମନ୍ଦିର ଯେ ତୁମ୍ଭ ନାମ ରେ ନାମିତ, ଏହା ପୃଥିବୀସ୍ଥ ସମସ୍ତ ଲୋକ ଜାଣିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ତୁମ୍ଭେ ଆପଣା ନିବାସ-ସ୍ଥାନ ସ୍ଵର୍ଗରୁ ତାହା ଶୁଣ ଓ ସେ ବିଦେଶୀ ତୁମ୍ଭ ନିକଟରେ ଯାହା ଯାହା ପ୍ରାର୍ଥନା କରେ, ତଦନୁସାରେ ତାହା ପ୍ରତି କର; ତହିଁରେ ତୁମ୍ଭ ଇସ୍ରାଏଲ ଲୋକ ତୁଲ୍ୟ ତୁମ୍ଭଙ୍କୁ ଭୟ କରିବା ପାଇଁ ପୃଥିବୀସ୍ଥ ସମସ୍ତ ଗୋଷ୍ଠୀ ତୁମ୍ଭ ନାମ ଜ୍ଞାତ ହେବେ ଓ ଆମ୍ଭ ନିର୍ମିତ ଏହି ଗୃହ ତୁମ୍ଭ ନାମରେ ଖ୍ୟାତ ବୋଲି ଜାଣିବେ ।
Odia Bible ERV 2004 (ପବିତ୍ର ବାଇବଲ)
ତେବେ ତୁମ୍ଭେ ଯେଉଁ ସ୍ୱର୍ଗରେ ବାସ କର, ସେଠାରେ ଥାଇ, ସେହି ବିଦେଶୀ ବ୍ୟକ୍ତିର କଥା ଶୁଣ ଓ ତାହାର ପ୍ରାର୍ଥନାରେ ଉତ୍ତର ଦିଅ। ତେବେ ତୁମ୍ଭର ଲୋକ ଇସ୍ରାଏଲ ଯେପରି ତୁମ୍ଭକୁ ସମ୍ମାନ କରନ୍ତି, ସେହିପରି ସାରା ପୃଥିବୀର ଲୋକମାନେ ତୁମ୍ଭର ନାମକୁ ଜାଣିବେ, ଓ ତୁମ୍ଭକୁ ସମ୍ମାନ କରିବେ। ଆଉ, ମୁଁ ନିର୍ମାଣ କରିଥିବା ଏହି ମନ୍ଦିର ଯେ ତୁମ୍ଭ ନାମରେ ନାମିତ, ଏହା ପୃଥିବୀସ୍ଥ ସମସ୍ତ ଲୋକ ଜାଣିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ତୁମ୍ଭେ ଆପଣା ନିବାସ ସ୍ଥାନ ସ୍ୱର୍ଗରୁ ତାହା ଶୁଣ ଓ ସେ ବିଦେଶୀ ତୁମ୍ଭ ନିକଟରେ ଯାହା ଯାହା ପ୍ରାର୍ଥନା କରେ, ତଦନୁସାରେ ତାହା ପ୍ରତି କର; ତହିଁରେ ତୁମ୍ଭ ଇସ୍ରାଏଲ ଲୋକ ତୁଲ୍ୟ ତୁମ୍ଭଙ୍କୁ ଭୟ କରିବା ପାଇଁ ପୃଥିବୀସ୍ଥ ସମସ୍ତ ଗୋଷ୍ଠୀ ତୁମ୍ଭ ନାମ ଜ୍ଞାତ ହେବେ ଓ ଆମ୍ଭ ନିର୍ମିତ ଏହି ଗୃହ ତୁମ୍ଭ ନାମରେ ଖ୍ୟାତ ବୋଲି ଜାଣିବେ।
Odia IRV 2017 (ଓଡିଆ ବାଇବେଲ)
ତେବେ ତୁମ୍ଭେ ଆପଣା ନିବାସ-ସ୍ଥାନ ସ୍ୱର୍ଗରୁ ତାହା ଶୁଣ ଓ ସେ ବିଦେଶୀ ତୁମ୍ଭ ନିକଟରେ ଯାହା ଯାହା ପ୍ରାର୍ଥନା କରେ, ତଦନୁସାରେ ତାହା ପ୍ରତି କର; ତହିଁରେ ତୁମ୍ଭ ଇସ୍ରାଏଲ ଲୋକ ତୁଲ୍ୟ ତୁମ୍ଭଙ୍କୁ ଭୟ କରିବା ପାଇଁ ପୃଥିବୀସ୍ଥ ସମସ୍ତ ଗୋଷ୍ଠୀ ତୁମ୍ଭ ନାମ ଜ୍ଞାତ ହେବେ ଓ ଆମ୍ଭ ନିର୍ମିତ ଏହି ଗୃହ ତୁମ୍ଭ ନାମରେ ଖ୍ୟାତ ବୋଲି ଜାଣିବେ।