2 Chronicles 6:34 — Compare Translations
5 translations compared side by side
Odia - 1840
"ତୁମ୍ଭେ ତୁମ୍ଭର ଲୋକମାନଙ୍କୁ ସମାନଙ୍କେ ଶତୃମାନଙ୍କ ବିରୁଦ୍ଧ ରେ ୟୁଦ୍ଧ କରିବାକୁ ଏକ ସ୍ଥାନକୁ ପ୍ ରରଣେ କରିବ। ସମାନେେ ତୁମ୍ଭ ଦ୍ବାରା ମନୋନୀତ ଏହି ନଗର ଓ ତୁମ୍ଭ ନାମ ନିମନ୍ତେ ମୁଁ ନିର୍ମାଣ କରିଥିବା ଏହି ମନ୍ଦିର ଆଡ଼େ ଚାହିଁ ତୁମ୍ଭ ନିକଟରେ ପ୍ରାର୍ଥନା କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଆପଣା ଲୋକମାନଙ୍କୁ ଯେକୌଣସି ଆଡ଼େ ପଠାଇଲେ, ଯେବେ ସେମାନେ ଆପଣା ଶତ୍ରୁଗଣ ସଙ୍ଗେ ଯୁଦ୍ଧ କରିବାକୁ ବାହାରେ ଯାଇ ତୁମ୍ଭର ମନୋନୀତ ଏହି ନଗର ଆଡ଼େ ଓ ତୁମ୍ଭ ନାମ ନିମନ୍ତେ ମୋʼ ନିର୍ମିତ ଏହି ଗୃହ ଆଡ଼େ ତୁମ୍ଭ ନିକଟରେ ପ୍ରାର୍ଥନା କରନ୍ତି,
Odia Bible ERV 2004 (ପବିତ୍ର ବାଇବଲ)
“ତୁମ୍ଭେ ତୁମ୍ଭର ଲୋକମାନଙ୍କୁ ସେମାନଙ୍କ ଶତ୍ରୁମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବାକୁ ଏକ ସ୍ଥାନକୁ ପ୍ରେରଣ କରିବ। ସେମାନେ ତୁମ୍ଭ ଦ୍ୱାରା ମନୋନୀତ ଏହି ନଗର ଓ ତୁମ୍ଭ ନାମ ନିମନ୍ତେ ମୁଁ ନିର୍ମାଣ କରିଥିବା ଏହି ମନ୍ଦିର ଆଡ଼େ ଗ୍ଭହିଁ ତୁମ୍ଭ ନିକଟରେ ପ୍ରାର୍ଥନା କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଆପଣା ଲୋକମାନଙ୍କୁ ଯେକୌଣସି ଆଡ଼େ ପଠାଇଲେ, ଯେବେ ସେମାନେ ଆପଣା ଶତ୍ରୁଗଣ ସଙ୍ଗେ ଯୁଦ୍ଧ କରିବାକୁ ବାହାରେ ଯାଇ ତୁମ୍ଭର ମନୋନୀତ ଏହି ନଗର ଆଡ଼େ ଓ ତୁମ୍ଭ ନାମ ନିମନ୍ତେ ମୋʼ ନିର୍ମିତ ଏହି ଗୃହ ଆଡ଼େ ତୁମ୍ଭ ନିକଟରେ ପ୍ରାର୍ଥନା କରନ୍ତି,
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଆପଣା ଲୋକମାନଙ୍କୁ ଯେକୌଣସି ଆଡ଼େ ପଠାଇଲେ, ଯେବେ ସେମାନେ ଆପଣା ଶତ୍ରୁଗଣ ସଙ୍ଗେ ଯୁଦ୍ଧ କରିବାକୁ ବାହାରେ ଯାଇ ତୁମ୍ଭର ମନୋନୀତ ଏହି ନଗର ଆଡ଼େ ଓ ତୁମ୍ଭ ନାମ ନିମନ୍ତେ ମୋ’ ନିର୍ମିତ ଏହି ଗୃହ ଆଡ଼େ ତୁମ୍ଭ ନିକଟରେ ପ୍ରାର୍ଥନା କରନ୍ତି,