2 Chronicles 6:36 — Compare Translations
5 translations compared side by side
Odia - 1840
"ଲୋକମାନେ ତୁମ୍ଭ ବିରୁଦ୍ଧ ରେ ପାପ କରିବେ - ଏପରି ବ୍ଯକ୍ତି କହେି ନାହିଁ, ଯେ ପାପ କରେ ନାହିଁ। ଆଉ ତୁମ୍ଭେ ସମାନଙ୍କେ ଉପରେ କୋରଧ କରିବ। ତୁମ୍ଭେ ଜଣେ ଶତୃଦ୍ବାରା ସମାନଙ୍କେୁ ପରାଜିତ କରାଇବ, ଆଉ ସମାନଙ୍କେୁ ବନ୍ଦୀ କରାଇ ଦୂରବର୍ତ୍ତୀ କିଅବା ନିକଟବର୍ତ୍ତୀ କୌଣସି ଏକ ଦେଶକୁ ବଳପୂର୍ବକ ୟିବାକୁ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେବେ ସେମାନେ ତୁମ୍ଭ ବିରୁଦ୍ଧରେ ପାପ କରନ୍ତି, କାରଣ ପାପ ନ କରେ, ଏପରି କୌଣସି ମନୁଷ୍ୟ ନାହିଁ, ଆଉ ତୁମ୍ଭେ ସେମାନଙ୍କ ପ୍ରତି କ୍ରୁଦ୍ଧ ହୋଇ ସେମାନଙ୍କୁ ଶତ୍ରୁହସ୍ତରେ ସମର୍ପଣ କଲେ, ଯେବେ ସେମାନେ ସେମାନଙ୍କୁ ବନ୍ଦୀ କରି ଦୂରସ୍ଥ ବା ନିକଟସ୍ଥ ଦେଶକୁ ନେଇଯାʼନ୍ତି;
Odia Bible ERV 2004 (ପବିତ୍ର ବାଇବଲ)
“ଲୋକମାନେ ତୁମ୍ଭ ବିରୁଦ୍ଧରେ ପାପ କରିବେ ଏପରି ବ୍ୟକ୍ତି କେହି ନାହିଁ, ଯେ ପାପ କରେ ନାହିଁ। ଆଉ ତୁମ୍ଭେ ସେମାନଙ୍କ ଉପରେ କ୍ରୋଧ କରିବ। ତୁମ୍ଭେ ଜଣେ ଶତ୍ରୁଦ୍ୱାରା ସେମାନଙ୍କୁ ପରାଜିତ କରାଇବ, ଆଉ ସେମାନଙ୍କୁ ବନ୍ଦୀ କରାଇ ଦୂରବର୍ତ୍ତୀ କିଅବା ନିକଟବର୍ତ୍ତୀ କୌଣସି ଏକ ଦେଶକୁ ବଳପୂର୍ବକ ଯିବାକୁ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେବେ ସେମାନେ ତୁମ୍ଭ ବିରୁଦ୍ଧରେ ପାପ କରନ୍ତି (କାରଣ ଏପରି କୌଣସି ମନୁଷ୍ୟ ନାହିଁ ଯେ ପାପ କରେ ନାହିଁ), ଆଉ ତୁମ୍ଭେ ସେମାନଙ୍କ ପ୍ରତି କ୍ରୁଦ୍ଧ ହୋଇ ସେମାନଙ୍କୁ ଶତ୍ରୁର ହସ୍ତରେ ସମର୍ପଣ କଲେ, ଯେବେ ସେମାନେ ସେମାନଙ୍କୁ ବନ୍ଦୀ କରି ଦୂରସ୍ଥ କିମ୍ବା ନିକଟସ୍ଥ ଦେଶକୁ ନେଇଯାʼନ୍ତି;
Odia IRV 2017 (ଓଡିଆ ବାଇବେଲ)
ଯେବେ ସେମାନେ ତୁମ୍ଭ ବିରୁଦ୍ଧରେ ପାପ କରନ୍ତି (କାରଣ ଏପରି କୌଣସି ମନୁଷ୍ୟ ନାହିଁ ଯେ ପାପ କରେ ନାହିଁ), ଆଉ ତୁମ୍ଭେ ସେମାନଙ୍କ ପ୍ରତି କ୍ରୁଦ୍ଧ ହୋଇ ସେମାନଙ୍କୁ ଶତ୍ରୁର ହସ୍ତରେ ସମର୍ପଣ କଲେ, ଯେବେ ସେମାନେ ସେମାନଙ୍କୁ ବନ୍ଦୀ କରି ଦୂରସ୍ଥ କିମ୍ବା ନିକଟସ୍ଥ ଦେଶକୁ ନେଇଯା’ନ୍ତି;