2 Chronicles 6:37 — Compare Translations

5 translations compared side by side

Odia - 1840
"କିନ୍ତୁ ତାହାପରେ ସମାନେେ ବନ୍ଦୀରୂପେ ରହିଥିବା ଦେଶ ରେ ଅନୁତାପ କରିବେ ଓ ତୁମ୍ଭ ଦୟା ପାଇଁ ପ୍ରାର୍ଥନା କରିବେ। ସମାନେେ କହିବେ, 'ଆମ୍ଭମାନେେ ପାପ କରିଅଛୁ, ଆମ୍ଭମାନେେ ଭୁଲ୍ କରିଅଛୁ ଓ ଆମ୍ଭମାନେେ ଦୁଷ୍ଟତା ପୂର୍ବକ ଆଚରଣ କରିଅଛୁ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତଥାପି ସେମାନେ ଯେଉଁ ଦେଶକୁ ବନ୍ଦୀ ରୂପେ ନୀତ ହୁଅନ୍ତି, ସେହି ସ୍ଥାନରେ ଯେବେ ସେମାନେ ମନେ ମନେ ବିବେଚନା କରି ପୁନର୍ବାର ଫେରନ୍ତି ଓ ଆପଣାମାନଙ୍କ ବନ୍ଦୀତ୍ଵ ଦେଶରେ ତୁମ୍ଭ ନିକଟରେ ବିନତି କରି କହନ୍ତି, ଆମ୍ଭେମାନେ ପାପ କଲୁ ଓ ବିପଥଗାମୀ ହେଲୁ ଓ ଦୁଷ୍ଟପଣ କଲୁ;
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ତାହାପରେ ସେମାନେ ବନ୍ଦୀରୂପେ ରହିଥିବା ଦେଶରେ ଅନୁତାପ କରିବେ ଓ ତୁମ୍ଭ ଦୟା ପାଇଁ ପ୍ରାର୍ଥନା କରିବେ। ସେମାନେ କହିବେ, ‘ଆମ୍ଭେମାନେ ପାପ କରିଅଛୁ, ଆମ୍ଭେମାନେ ଭୁଲ୍ କରିଅଛୁ ଓ ଆମ୍ଭେମାନେ ଦୁଷ୍ଟତା ପୂର୍ବକ ଆଚରଣ କରିଅଛୁ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତଥାପି ସେମାନେ ଯେଉଁ ଦେଶକୁ ବନ୍ଦୀ ରୂପେ ନୀତ ହୁଅନ୍ତି, ସେହି ସ୍ଥାନରେ ଯେବେ ସେମାନେ ମନେ ମନେ ବିବେଚନା କରି ପୁନର୍ବାର ଫେରନ୍ତି ଓ ଆପଣାମାନଙ୍କ ବନ୍ଦୀତ୍ୱ ଦେଶରେ ତୁମ୍ଭ ନିକଟରେ ବିନତି କରି କହନ୍ତି, ‘ଆମ୍ଭେମାନେ ପାପ କରିଅଛୁ ଓ ବିପଥଗାମୀ ଓ ଦୁଷ୍ଟପଣ କରିଅଛୁ;’
Odia IRV 2017 (ଓଡିଆ ବାଇବେଲ)
ତଥାପି ସେମାନେ ଯେଉଁ ଦେଶକୁ ବନ୍ଦୀ ରୂପେ ନୀତ ହୁଅନ୍ତି, ସେହି ସ୍ଥାନରେ ଯେବେ ସେମାନେ ମନେ ମନେ ବିବେଚନା କରି ପୁନର୍ବାର ଫେରନ୍ତି ଓ ଆପଣାମାନଙ୍କ ବନ୍ଦୀତ୍ୱ ଦେଶରେ ତୁମ୍ଭ ନିକଟରେ ବିନତି କରି କହନ୍ତି, ଆମ୍ଭେମାନେ ପାପ କରିଅଛୁ ଓ ବିପଥଗାମୀ ଓ ଦୁଷ୍ଟପଣ କରିଅଛୁ;