2 Chronicles 6:38 — Compare Translations
5 translations compared side by side
Odia - 1840
"ଆଉ, ତା'ପରେ ସମାନେେ ବନ୍ଦୀରୂପେ ରହିଥିବା ଦେଶ ରେ ସମାନଙ୍କେର ସମସ୍ତ ହୃଦଯ ଓ ଆତ୍ମା ସହିତ ତୁମ୍ଭ ନିକଟକୁ ଫରେିବେ। ଆଉ ସମାନେେ ସମାନଙ୍କେର ଦେଶ, ଯେଉଁ ଦେଶ ତୁମ୍ଭେ ସମାନଙ୍କେର ପୂର୍ବପୁରୁଷମାନଙ୍କୁ ଦଇେଥିଲ ଓ ତୁମ୍ଭର ମନୋନୀତ ଏହି ନଗର ଆଡ଼େ ଚାହିଁ ପ୍ରାର୍ଥନା କରିବେ। ଆଉ ମୁଁ ତୁମ୍ଭ ନାମ ନିମନ୍ତେ ନିର୍ମାଣ କରିଥିବା ମନ୍ଦିର ଆଡ଼େ ଚାହିଁ ସମାନେେ ପ୍ରାର୍ଥନା କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଶତ୍ରୁଗଣ ସେମାନଙ୍କୁ ଯେଉଁ ଦେଶକୁ ବନ୍ଦୀ କରି ନେଇ ଯାଇଅଛନ୍ତି, ଆପଣାମାନଙ୍କର ସେହି ବନ୍ଦୀତ୍ଵ ଦେଶରେ ଥାଇ ଯେବେ ସେମାନେ ସମସ୍ତ ଅନ୍ତଃକରଣ ଓ ସମସ୍ତ ପ୍ରାଣ ସହିତ ତୁମ୍ଭ ପ୍ରତି ଫେରନ୍ତି, ପୁଣି ତୁମ୍ଭେ ସେମାନଙ୍କ ପୂର୍ବପୁରୁଷଗଣକୁ ଯେଉଁ ଦେଶ ଦେଇଅଛ, ଆପଣାମାନଙ୍କର ସେହି ଦେଶ ଆଡ଼େ, ପୁଣି ତୁମ୍ଭ ମନୋନୀତ ନଗର ଓ ତୁମ୍ଭ ନାମ ନିମନ୍ତେ ଆମ୍ଭର ନିର୍ମିତ ଗୃହ ଆଡ଼େ ମୁଖ କରି ପ୍ରାର୍ଥନା କରନ୍ତି;
Odia Bible ERV 2004 (ପବିତ୍ର ବାଇବଲ)
ଆଉ, ତା’ପରେ ସେମାନେ ବନ୍ଦୀରୂପେ ରହିଥିବା ଦେଶରେ ସେମାନଙ୍କର ସମସ୍ତ ହୃଦୟ ଓ ଆତ୍ମା ସହିତ ତୁମ୍ଭ ନିକଟକୁ ଫେରିବେ। ଆଉ ସେମାନେ ସେମାନଙ୍କର ଦେଶ, ଯେଉଁ ଦେଶ ତୁମ୍ଭେ ସେମାନଙ୍କର ପୂର୍ବପୁରୁଷମାନଙ୍କୁ ଦେଇଥିଲ ଓ ତୁମ୍ଭର ମନୋନୀତ ଏହି ନଗର ଆଡ଼େ ଗ୍ଭହିଁ ପ୍ରାର୍ଥନା କରିବେ। ଆଉ ମୁଁ ତୁମ୍ଭ ନାମ ନିମନ୍ତେ ନିର୍ମାଣ କରିଥିବା ମନ୍ଦିର ଆଡ଼େ ଗ୍ଭହିଁ ସେମାନେ ପ୍ରାର୍ଥନା କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଶତ୍ରୁଗଣ ସେମାନଙ୍କୁ ଯେଉଁ ଦେଶକୁ ବନ୍ଦୀ କରି ନେଇ ଯାଇଅଛନ୍ତି, ଆପଣାମାନଙ୍କର ସେହି ବନ୍ଦୀତ୍ୱ ଦେଶରେ ଥାଇ ଯେବେ ସେମାନେ ସମସ୍ତ ଅନ୍ତଃକରଣ ଓ ସମସ୍ତ ପ୍ରାଣ ସହିତ ତୁମ୍ଭ ପ୍ରତି ଫେରନ୍ତି, ପୁଣି ତୁମ୍ଭେ ସେମାନଙ୍କ ପୂର୍ବପୁରୁଷଗଣକୁ ଯେଉଁ ଦେଶ ଦେଇଅଛ, ଆପଣାମାନଙ୍କର ସେହି ଦେଶ ଆଡ଼େ, ପୁଣି ତୁମ୍ଭ ମନୋନୀତ ନଗର ଓ ତୁମ୍ଭ ନାମ ନିମନ୍ତେ ଆମ୍ଭର ନିର୍ମିତ ଗୃହ ଆଡ଼େ ମୁଖ କରି ପ୍ରାର୍ଥନା କରନ୍ତି;
Odia IRV 2017 (ଓଡିଆ ବାଇବେଲ)