2 Chronicles 6:4 — Compare Translations
5 translations compared side by side
Odia - 1840
"ଶଲୋମନ କହିଲେ, ଇଶ୍ରାୟେଲର ସଦାପ୍ରଭୁ ପରମେଶ୍ବରଙ୍କର ପ୍ରଶଂସା କର। ସଦାପ୍ରଭୁ ମାେ ପିତା ଦାଉଦଙ୍କ ସହିତ କଥା ହବୋ ସମୟରେ ଯାହା କରିବା ନିମନ୍ତେ ପ୍ରତିଜ୍ଞା କରିଥିଲେ, ତାହା ସଫଳ କରିଛନ୍ତି। ସଦାପ୍ରଭୁ ପରମେଶ୍ବର ଏହା କହିଥିଲେ:"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସେ କହିଲେ, ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଧନ୍ୟ, ସେ ଆପଣା ମୁଖରେ ମୋʼ ପିତା ଦାଉଦଙ୍କୁ ଏହି କଥା କହିଥିଲେ ଓ ଆପଣା ହସ୍ତରେ ତାହା ସଫଳ କରିଅଛନ୍ତି, ଯଥା,
Odia Bible ERV 2004 (ପବିତ୍ର ବାଇବଲ)
ଶଲୋମନ କହିଲେ, “ଇସ୍ରାଏଲର ସଦାପ୍ରଭୁ ପରମେଶ୍ୱରଙ୍କର ପ୍ରଶଂସା କର। ସଦାପ୍ରଭୁ ମୋ’ ପିତା ଦାଉଦଙ୍କ ସହିତ କଥା ହେବା ସମୟରେ ଯାହା କରିବା ନିମନ୍ତେ ପ୍ରତିଜ୍ଞା କରିଥିଲେ, ତାହା ସଫଳ କରିଛନ୍ତି। ସଦାପ୍ରଭୁ ପରମେଶ୍ୱର ଏହା କହିଥିଲେ:
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସେ କହିଲେ, “ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଧନ୍ୟ, ସେ ଆପଣା ମୁଖରେ ମୋʼ ପିତା ଦାଉଦଙ୍କୁ ଏହି କଥା କହିଥିଲେ ଓ ଆପଣା ହସ୍ତରେ ତାହା ସଫଳ କରିଅଛନ୍ତି, ଯଥା,
Odia IRV 2017 (ଓଡିଆ ବାଇବେଲ)
ଆଉ ସେ କହିଲେ, “ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଧନ୍ୟ, ସେ ଆପଣା ମୁଖରେ ମୋ’ ପିତା ଦାଉଦଙ୍କୁ ଏହି କଥା କହିଥିଲେ ଓ ଆପଣା ହସ୍ତରେ ତାହା ସଫଳ କରିଅଛନ୍ତି, ଯଥା,