2 Chronicles 6:40 — Compare Translations

5 translations compared side by side

Odia - 1840
"ବର୍ତ୍ତମାନ, ହେ ମାରେ ପରମେଶ୍ବର, ତୁମ୍ଭେ ତୁମ୍ଭର ଚକ୍ଷୁ ଓ କର୍ଣ୍ଣ ଉନ୍ମୁକ୍ତ କରିବାକୁ ମୁଁ ତୁମ୍ଭକୁ ନିବଦନେ କରେ। ଆମ୍ଭମାନେେ ଏହି ସ୍ଥାନ ରେ ଯେଉଁ ପ୍ରାର୍ଥନା କରୁଅଛୁ, ତାହା ଶୁଣ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏବେ, ହେ ମୋହର ପରମେଶ୍ଵର, ମୁଁ ବିନୟ କରୁଅଛି, ଏହି ସ୍ଥାନରେ ଯେଉଁ ପ୍ରାର୍ଥନା କରାଯାଏ, ତହିଁ ପ୍ରତି ତୁମ୍ଭର ଚକ୍ଷୁ ମୁକ୍ତ ଓ ତୁମ୍ଭର କର୍ଣ୍ଣ ନିବିଷ୍ଟ ଥାଉ ।
Odia Bible ERV 2004 (ପବିତ୍ର ବାଇବଲ)
ବର୍ତ୍ତମାନ, ହେ ମୋର ପରମେଶ୍ୱର, ତୁମ୍ଭେ ତୁମ୍ଭର ଚକ୍ଷୁ ଓ କର୍ଣ୍ଣ ଉନ୍ମୁକ୍ତ କରିବାକୁ ମୁଁ ତୁମ୍ଭକୁ ନିବେଦନ କରେ। ଆମ୍ଭେମାନେ ଏହି ସ୍ଥାନରେ ଯେଉଁ ପ୍ରାର୍ଥନା କରୁଅଛୁ, ତାହା ଶୁଣ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏବେ, ହେ ମୋହର ପରମେଶ୍ୱର, ମୁଁ ବିନୟ କରୁଅଛି, ଏହି ସ୍ଥାନରେ ଯେଉଁ ପ୍ରାର୍ଥନା କରାଯାଏ, ତହିଁ ପ୍ରତି ତୁମ୍ଭର ଚକ୍ଷୁ ମୁକ୍ତ ଓ ତୁମ୍ଭର କର୍ଣ୍ଣ ନିବିଷ୍ଟ ଥାଉ।
Odia IRV 2017 (ଓଡିଆ ବାଇବେଲ)
ଏବେ, ହେ ମୋହର ପରମେଶ୍ୱର, ମୁଁ ବିନୟ କରୁଅଛି, ଏହି ସ୍ଥାନରେ ଯେଉଁ ପ୍ରାର୍ଥନା କରାଯାଏ, ତହିଁ ପ୍ରତି ତୁମ୍ଭର ଚକ୍ଷୁ ମୁକ୍ତ ଓ ତୁମ୍ଭର କର୍ଣ୍ଣ ନିବିଷ୍ଟ ଥାଉ।