2 Chronicles 6:42 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ପରମେଶ୍ବର, ତୁମ୍ଭର ଅଭିଷିକ୍ତ ରାଜାକୁ ଗ୍ରହଣ କର। ତୁମ୍ଭର ଅନୁଗ୍ରହ ଦାସ ଦାଉଦକୁ ସ୍ମରଣ କର!"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ସଦାପ୍ରଭୋ, ପରମେଶ୍ଵର, ଆପଣା ଅଭିଷିକ୍ତର ମୁଖ ଫେରାଇ ନ ଦିଅ; ଆପଣା ଦାସ ଦାଉଦଙ୍କ ପ୍ରତି ଦୟାସବୁ ସ୍ମରଣ କର ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ପରମେଶ୍ୱର, ତୁମ୍ଭର ଅଭିଷିକ୍ତ ରାଜାକୁ ଗ୍ରହଣ କର। ତୁମ୍ଭର ଅନୁଗତ ଦାସ ଦାଉଦଙ୍କୁ ସ୍ମରଣ କର!”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସଦାପ୍ରଭୋ ପରମେଶ୍ୱର, ଆପଣା ଅଭିଷିକ୍ତର ମୁଖ ଫେରାଇ ନ ଦିଅ; ଆପଣା ଦାସ ଦାଉଦଙ୍କ ପ୍ରତି ଦୟାସବୁ ସ୍ମରଣ କର।”
Odia IRV 2017 (ଓଡିଆ ବାଇବେଲ)
ହେ ସଦାପ୍ରଭୁ, ପରମେଶ୍ୱର, ଆପଣା ଅଭିଷିକ୍ତର ମୁଖ ଫେରାଇ ନ ଦିଅ; ଆପଣା ଦାସ ଦାଉଦଙ୍କ ପ୍ରତି ଦୟାସବୁ ସ୍ମରଣ କର।”