2 Chronicles 6:7 — Compare Translations
5 translations compared side by side
Odia - 1840
" ମାରେ ପିତା ଦାଉଦ ଇଶ୍ରାୟେଲର ସଦାପ୍ରଭୁ ପରମେଶ୍ବରଙ୍କ ନାମ ଉଦ୍ଦେଶ୍ଯ ରେ ଏକ ମନ୍ଦିର ନିର୍ମାଣ କରିବାକୁ ଚାହିଁଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵରଙ୍କ ନାମ ଉଦ୍ଦେଶ୍ୟରେ ଗୋଟିଏ ଗୃହ ନିର୍ମାଣ କରିବାକୁ ମୋʼ ପିତା ଦାଉଦଙ୍କର ମନସ୍ଥ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
“ମୋର ପିତା ଦାଉଦ ଇସ୍ରାଏଲର ସଦାପ୍ରଭୁ ପରମେଶ୍ୱରଙ୍କ ନାମ ଉଦ୍ଦେଶ୍ୟରେ ଏକ ମନ୍ଦିର ନିର୍ମାଣ କରିବାକୁ ଗ୍ଭହିଁଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ନାମ ଉଦ୍ଦେଶ୍ୟରେ ଗୋଟିଏ ଗୃହ ନିର୍ମାଣ କରିବାକୁ ମୋʼ ପିତା ଦାଉଦଙ୍କର ମନସ୍ଥ ଥିଲା।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ନାମ ଉଦ୍ଦେଶ୍ୟରେ ଗୋଟିଏ ଗୃହ ନିର୍ମାଣ କରିବାକୁ ମୋ’ ପିତା ଦାଉଦଙ୍କର ମନସ୍ଥ ଥିଲା।