2 Chronicles 6:8 — Compare Translations
5 translations compared side by side
Odia - 1840
"କିନ୍ତୁ ସଦାପ୍ରଭୁ ମାରେ ପିତା ଦାଉଦଙ୍କୁ କହିଲେ, 'ତୁମ୍ଭେ ଆମ୍ଭ ନାମ ଉଦ୍ଦେଶ୍ଯ ରେ ଏକ ମନ୍ଦିର ନିର୍ମାଣ କରିବାକୁ ଇଚ୍ଛା କରି ଖୁବ୍ ଉତ୍ତମ କର୍ମ କରିଅଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ସଦାପ୍ରଭୁ ମୋʼ ପିତା ଦାଉଦଙ୍କୁ କହିଲେ, ଆମ୍ଭ ନାମ ଉଦ୍ଦେଶ୍ୟରେ ଏକ ଗୃହ ନିର୍ମାଣ କରିବାକୁ ତୁମ୍ଭର ମନସ୍ଥ ଅଛି, ତୁମ୍ଭର ଏହି ମନସ୍ଥ କରିବା ଉତ୍ତମ;
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ସଦାପ୍ରଭୁ ମୋର ପିତା ଦାଉଦଙ୍କୁ କହିଲେ, ‘ତୁମ୍ଭେ ଆମ୍ଭ ନାମ ଉଦ୍ଦେଶ୍ୟରେ ଏକ ମନ୍ଦିର ନିର୍ମାଣ କରିବାକୁ ଇଚ୍ଛା କରି ଖୁବ୍ ଉତ୍ତମ କର୍ମ କରିଅଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ସଦାପ୍ରଭୁ ମୋʼ ପିତା ଦାଉଦଙ୍କୁ କହିଲେ, ‘ଆମ୍ଭ ନାମ ଉଦ୍ଦେଶ୍ୟରେ ଏକ ଗୃହ ନିର୍ମାଣ କରିବାକୁ ତୁମ୍ଭର ମନସ୍ଥ ଅଛି, ତୁମ୍ଭର ଏହି ମନସ୍ଥ କରିବା ଉତ୍ତମ;
Odia IRV 2017 (ଓଡିଆ ବାଇବେଲ)
ମାତ୍ର ସଦାପ୍ରଭୁ ମୋ’ ପିତା ଦାଉଦଙ୍କୁ କହିଲେ, ଆମ୍ଭ ନାମ ଉଦ୍ଦେଶ୍ୟରେ ଏକ ଗୃହ ନିର୍ମାଣ କରିବାକୁ ତୁମ୍ଭର ମନସ୍ଥ ଅଛି, ତୁମ୍ଭର ଏହି ମନସ୍ଥ କରିବା ଉତ୍ତମ;