2 Chronicles 6:9 — Compare Translations
5 translations compared side by side
Odia - 1840
"କିନ୍ତୁ ତୁମ୍ଭେ ନୁହେଁ, ତୁମ୍ଭର ନିଜର ପୁତ୍ର ମାେ ନାମ ଉଦ୍ଦେଶ୍ଯ ରେ ମନ୍ଦିର ନିର୍ମାଣ କରିବ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତଥାପି ତୁମ୍ଭେ ସେହି ଗୃହ ନିର୍ମାଣ କରିବ ନାହିଁ; ମାତ୍ର ତୁମ୍ଭ ଔରସଜାତ ତୁମ୍ଭ ପୁତ୍ର ଆମ୍ଭ ନାମ ଉଦ୍ଦେଶ୍ୟରେ ଗୃହ ନିର୍ମାଣ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ତୁମ୍ଭେ ନୁହଁ, ତୁମ୍ଭର ନିଜର ପୁତ୍ର ମୋ’ ନାମ ଉଦ୍ଦେଶ୍ୟରେ ମନ୍ଦିର ନିର୍ମାଣ କରିବ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତଥାପି ତୁମ୍ଭେ ସେହି ଗୃହ ନିର୍ମାଣ କରିବ ନାହିଁ; ମାତ୍ର ତୁମ୍ଭ ଔରସଜାତ ତୁମ୍ଭ ପୁତ୍ର ଆମ୍ଭ ନାମ ଉଦ୍ଦେଶ୍ୟରେ ଗୃହ ନିର୍ମାଣ କରିବ।’
Odia IRV 2017 (ଓଡିଆ ବାଇବେଲ)
ତଥାପି ତୁମ୍ଭେ ସେହି ଗୃହ ନିର୍ମାଣ କରିବ ନାହିଁ; ମାତ୍ର ତୁମ୍ଭ ଔରସଜାତ ତୁମ୍ଭ ପୁତ୍ର ଆମ୍ଭ ନାମ ଉଦ୍ଦେଶ୍ୟରେ ଗୃହ ନିର୍ମାଣ କରିବ।