2 Chronicles 7:1 — Compare Translations

5 translations compared side by side

Odia - 1840
"ଶଲୋମନ ପ୍ରାର୍ଥନା କରିସାରିବା ପରେ ଆକାଶରୁ ଅଗ୍ନି ଆସି ହାମବେଳି ଓ ବଳିଦାନକୁ ଗ୍ରାସ କଲା ଓ ସଦାପ୍ରଭୁଙ୍କ ଗୌରବ ମନ୍ଦିରକୁ ପୂର୍ଣ୍ଣ କଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଶଲୋମନ ପ୍ରାର୍ଥନା କରିବାର ସମାପ୍ତ କରନ୍ତେ, ଆକାଶରୁ ଅଗ୍ନି ଓହ୍ଲାଇ ହୋମ ଓ ବଳିଦାନ ସବୁକୁ ଗ୍ରାସ କଲା ଓ ସଦାପ୍ରଭୁଙ୍କର ପ୍ରତାପ ଗୃହକୁ ପରିପୂର୍ଣ୍ଣ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ମନ୍ଦିର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗୀକୃତ ହେଲା ଶଲୋମନ ପ୍ରାର୍ଥନା କରି ସାରିବା ପରେ ଆକାଶରୁ ଅଗ୍ନି ଆସି ହୋମବଳି ଓ ବଳିଦାନକୁ ଗ୍ରାସ କଲା ଓ ସଦାପ୍ରଭୁଙ୍କ ଗୌରବ ମନ୍ଦିରକୁ ପୂର୍ଣ୍ଣ କଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଶଲୋମନ ପ୍ରାର୍ଥନା କରିବାର ସମାପ୍ତ କରନ୍ତେ, ଆକାଶରୁ ଅଗ୍ନି ଓହ୍ଲାଇ ଆସି ହୋମ ଓ ବଳିଦାନ ସବୁକୁ ଗ୍ରାସ କଲା ଓ ସଦାପ୍ରଭୁଙ୍କର ପ୍ରତାପ ଗୃହକୁ ପରିପୂର୍ଣ୍ଣ କଲା।
Odia IRV 2017 (ଓଡିଆ ବାଇବେଲ)
ଶଲୋମନ ପ୍ରାର୍ଥନା କରିବାର ସମାପ୍ତ କରନ୍ତେ, ଆକାଶରୁ ଅଗ୍ନି ଓହ୍ଲାଇ ଆସି ହୋମ ଓ ବଳିଦାନ ସବୁକୁ ଗ୍ରାସ କଲା ଓ ସଦାପ୍ରଭୁଙ୍କର ପ୍ରତାପ ଗୃହକୁ ପରିପୂର୍ଣ୍ଣ କଲା।