2 Chronicles 7:10 — Compare Translations

5 translations compared side by side

Odia - 1840
"ସପ୍ତମ ମାସର ତଇେଶତମ ଦିନ ରେ ଶଲୋମନ ଲୋକମାନଙ୍କୁ ସମାନଙ୍କେ ଗୃହମାନଙ୍କୁ ପଠାଇ ଦେଲେ। ଲୋକମାନେ ଅତ୍ଯନ୍ତ ଆନନ୍ଦିତ ଥିଲେ ଓ ସମାନଙ୍କେ ହୃଦଯ ଆନନ୍ଦ ରେ ପୂର୍ଣ୍ଣ ଥିଲା, କାରଣ ସଦାପ୍ରଭୁ ଦାଉଦ, ଶଲୋମନ ଓ ତାଙ୍କ ଲୋକ ଇଶ୍ରାୟେଲ ପ୍ରତି ଅତ୍ଯନ୍ତ ମଙ୍ଗଳମଯ ହାଇେଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସେ ସପ୍ତମ ମାସର ତେଇଶ ଦିନରେ ଲୋକମାନଙ୍କୁ ସେମାନଙ୍କ ତମ୍ଵୁକୁ ବିଦାୟ କଲେ; ସଦାପ୍ରଭୁ ଦାଉଦଙ୍କ ପ୍ରତି ଓ ଶଲୋମନଙ୍କ ପ୍ରତି ଓ ଆପଣା ଲୋକ ଇସ୍ରାଏଲ ପ୍ରତି ଯେଉଁ ମଙ୍ଗଳ ଦେଖାଇଥିଲେ, ତହିଁ ସକାଶୁ ସେମାନେ ଆନନ୍ଦିତ ଓ ହୃଷ୍ଟଚିତ୍ତ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସପ୍ତମ ମାସର ତେଇଶତମ ଦିନରେ ଶଲୋମନ ଲୋକମାନଙ୍କୁ ସେମାନଙ୍କ ଗୃହମାନଙ୍କୁ ପଠାଇ ଦେଲେ। ଲୋକମାନେ ଅତ୍ୟନ୍ତ ଆନନ୍ଦିତ ଥିଲେ ଓ ସେମାନଙ୍କ ହୃଦୟ ଆନନ୍ଦରେ ପୂର୍ଣ୍ଣ ଥିଲା, କାରଣ ସଦାପ୍ରଭୁ ଦାଉଦ, ଶଲୋମନ ଓ ତାଙ୍କ ଲୋକ ଇସ୍ରାଏଲ ପ୍ରତି ଅତ୍ୟନ୍ତ ମଙ୍ଗଳମୟ ହୋଇଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସେ ସପ୍ତମ ମାସର ତେଇଶ ଦିନରେ ଲୋକମାନଙ୍କୁ ସେମାନଙ୍କ ତମ୍ବୁକୁ ବିଦାୟ କଲେ; ସଦାପ୍ରଭୁ ଦାଉଦଙ୍କ ପ୍ରତି ଓ ଶଲୋମନଙ୍କ ପ୍ରତି ଓ ଆପଣା ଲୋକ ଇସ୍ରାଏଲ ପ୍ରତି ଯେଉଁ ମଙ୍ଗଳ ଦେଖାଇଥିଲେ, ତହିଁ ସକାଶୁ ସେମାନେ ଆନନ୍ଦିତ ଓ ହୃଷ୍ଟଚିତ୍ତ ହେଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ସେ ସପ୍ତମ ମାସର ତେଇଶ ଦିନରେ ଲୋକମାନଙ୍କୁ ସେମାନଙ୍କ ତମ୍ବୁକୁ ବିଦାୟ କଲେ; ସଦାପ୍ରଭୁ ଦାଉଦଙ୍କ ପ୍ରତି ଓ ଶଲୋମନଙ୍କ ପ୍ରତି ଓ ଆପଣା ଲୋକ ଇସ୍ରାଏଲ ପ୍ରତି ଯେଉଁ ମଙ୍ଗଳ ଦେଖାଇଥିଲେ, ତହିଁ ସକାଶୁ ସେମାନେ ଆନନ୍ଦିତ ଓ ହୃଷ୍ଟଚିତ୍ତ ହେଲେ।