2 Chronicles 7:11 — Compare Translations

5 translations compared side by side

Odia - 1840
"ଶଲୋମନ ସଦାପ୍ରଭୁଙ୍କ ମନ୍ଦିର ଓ ରାଜାଙ୍କ ଗୃହକୁ ସମାପ୍ତ କଲେ। ସଦାପ୍ରଭୁଙ୍କ ମନ୍ଦିର ଓ ତାଙ୍କ ସ୍ବଗୃହ ନିମନ୍ତେ ଶଲୋମନ ଯେଉଁ ସମସ୍ତ ଯୋଜନା କରିଥିଲେ, ସହେି ସମସ୍ତ ବିଷଯ ସମ୍ପୂର୍ଣ୍ଣ କରିବା ରେ ସଫଳ ହେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିରୂପେ ଶଲୋମନ ସଦାପ୍ରଭୁଙ୍କ ଗୃହ ଓ ରାଜଗୃହ ସମାପ୍ତ କଲେ; ପୁଣି ସଦାପ୍ରଭୁଙ୍କ ଗୃହରେ ଓ ଆପଣା ଗୃହରେ ଯାହା ଯାହା କରିବା ପାଇଁ ଶଲୋମନଙ୍କର ମନକୁ ଆସିଲା, ତାହାସବୁ ସେ କୁଶଳରେ ସାଧନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ଶଲୋମନଙ୍କ ନିକଟକୁ ଆସିଲେ ଶଲୋମନ ସଦାପ୍ରଭୁଙ୍କ ମନ୍ଦିର ଓ ରାଜାଙ୍କ ଗୃହକୁ ସମାପ୍ତ କଲେ। ସଦାପ୍ରଭୁଙ୍କ ମନ୍ଦିର ଓ ତାଙ୍କ ସ୍ୱଗୃହ ନିମନ୍ତେ ଶଲୋମନ ଯେଉଁ ସମସ୍ତ ଯୋଜନା କରିଥିଲେ, ସେହି ସମସ୍ତ ବିଷୟ ସମ୍ପୂର୍ଣ୍ଣ କରିବାରେ ସଫଳ ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହିରୂପେ ଶଲୋମନ ସଦାପ୍ରଭୁଙ୍କ ଗୃହ ଓ ରାଜଗୃହ ସମାପ୍ତ କଲେ; ପୁଣି ସଦାପ୍ରଭୁଙ୍କ ଗୃହରେ ଓ ଆପଣା ଗୃହରେ ଯାହା ଯାହା କରିବା ପାଇଁ ଶଲୋମନଙ୍କର ମନକୁ ଆସିଲା, ତାହାସବୁ ସେ କୁଶଳରେ ସାଧନ କଲେ।
Odia IRV 2017 (ଓଡିଆ ବାଇବେଲ)
ଏହିରୂପେ ଶଲୋମନ ସଦାପ୍ରଭୁଙ୍କ ଗୃହ ଓ ରାଜଗୃହ ସମାପ୍ତ କଲେ; ପୁଣି ସଦାପ୍ରଭୁଙ୍କ ଗୃହରେ ଓ ଆପଣା ଗୃହରେ ଯାହା ଯାହା କରିବା ପାଇଁ ଶଲୋମନଙ୍କର ମନକୁ ଆସିଲା, ତାହାସବୁ ସେ କୁଶଳରେ ସାଧନ କଲେ।