2 Chronicles 7:14 — Compare Translations
5 translations compared side by side
Odia - 1840
"ସେତବେେଳେ ଯଦି ଆମ୍ଭ ନାମ ରେ ନାମିତ ଲୋକମାନେ ନମ୍ର ହବେେ ଓ ପ୍ରାର୍ଥନା କରିବେ ଓ ଆମ୍ଭକୁ ଖାଜେିବେ, ଆଉ ସମାନଙ୍କେର ମନ୍ଦ ପଥରୁ ଫରେିଆସିବେ, ସେତବେେଳେ ଆମ୍ଭେ ସ୍ବର୍ଗରୁ ସମାନଙ୍କେର ପ୍ରାର୍ଥନା ଶୁଣିବା। ଆଉ, ଆମ୍ଭେ ସମାନଙ୍କେର ମନ୍ଦ ପଥରୁ ଫରେି ଆସିବେ, ସେତବେେଳେ ଆମ୍ଭେ ସ୍ବର୍ଗରୁ ସମାନଙ୍କେର ପ୍ରାର୍ଥନା ଶୁଣିବା। ଆଉ, ଆମ୍ଭେ ସମାନଙ୍କେର ପାପସବୁ କ୍ଷମା କରିବା ଓ ଆମ୍ଭେ ସମାନଙ୍କେର ଦେଶକୁ ସୁସ୍ଥ କରିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେବେ ଆମ୍ଭ ନାମରେ ବିଖ୍ୟାତ ଆମ୍ଭ ଲୋକମାନେ ଆପଣାମାନଙ୍କୁ ନମ୍ର କରି ପ୍ରାର୍ଥନା କରିବେ ଓ ଆମ୍ଭର ମୁଖ ଅନ୍ଵେଷଣ କରି ଆପଣା ଆପଣା କୁପଥରୁ ଫେରିବେ, ତେବେ ଆମ୍ଭେ ସ୍ଵର୍ଗରୁ ଶୁଣିବା ଓ ସେମାନଙ୍କର ପାପ କ୍ଷମା କରିବା ଓ ସେମାନଙ୍କ ଦେଶ ସୁସ୍ଥ କରିବା ।
Odia Bible ERV 2004 (ପବିତ୍ର ବାଇବଲ)
ସେତେବେଳେ ଯଦି ଆମ୍ଭ ନାମରେ ନାମିତ ଲୋକମାନେ ନମ୍ର ହୋଇ ପ୍ରାର୍ଥନା କରିବେ ଓ ଆମ୍ଭକୁ ଖୋଜିବେ, ଆଉ ସେମାନଙ୍କର ମନ୍ଦ ପଥରୁ ଫେରି ଆସିବେ, ସେତେବେଳେ ଆମ୍ଭେ ସ୍ୱର୍ଗରୁ ସେମାନଙ୍କର ପ୍ରାର୍ଥନା ଶୁଣିବା। ଆଉ, ଆମ୍ଭେ ସେମାନଙ୍କର ପାପସବୁ କ୍ଷମା କରିବା ଓ ଆମ୍ଭେ ସେମାନଙ୍କର ଦେଶକୁ ସୁସ୍ଥ କରିବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେବେ ଆମ୍ଭ ନାମରେ ବିଖ୍ୟାତ ଆମ୍ଭ ଲୋକମାନେ ଆପଣାମାନଙ୍କୁ ନମ୍ର କରି ପ୍ରାର୍ଥନା କରିବେ ଓ ଆମ୍ଭର ମୁଖ ଅନ୍ୱେଷଣ କରି ଆପଣା ଆପଣା କୁପଥରୁ ଫେରିବେ, ତେବେ ଆମ୍ଭେ ସ୍ୱର୍ଗରୁ ଶୁଣିବା ଓ ସେମାନଙ୍କର ପାପ କ୍ଷମା କରିବା ଓ ସେମାନଙ୍କ ଦେଶ ସୁସ୍ଥ କରିବା।
Odia IRV 2017 (ଓଡିଆ ବାଇବେଲ)
ଯେବେ ଆମ୍ଭ ନାମରେ ବିଖ୍ୟାତ ଆମ୍ଭ ଲୋକମାନେ ଆପଣାମାନଙ୍କୁ ନମ୍ର କରି ପ୍ରାର୍ଥନା କରିବେ ଓ ଆମ୍ଭର ମୁଖ ଅନ୍ୱେଷଣ କରି ଆପଣା ଆପଣା କୁପଥରୁ ଫେରିବେ, ତେବେ ଆମ୍ଭେ ସ୍ୱର୍ଗରୁ ଶୁଣିବା ଓ ସେମାନଙ୍କର ପାପ କ୍ଷମା କରିବା ଓ ସେମାନଙ୍କ ଦେଶ ସୁସ୍ଥ କରିବା।