2 Chronicles 7:15 — Compare Translations
5 translations compared side by side
Odia - 1840
"ବର୍ତ୍ତମାନ, ଆମ୍ଭର ଚକ୍ଷୁ ଉନ୍ମୁକ୍ତ ହବେ ଓ ଏହି ସ୍ଥାନ ରେ ଯେଉଁସବୁ ପ୍ରାର୍ଥନା କରାୟିବ, ତାହାକୁ ଆମ୍ଭର କର୍ଣ୍ଣ ଧ୍ଯାନପୂର୍ବକ ଶୁଣିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି ସ୍ଥାନରେ ଯେଉଁ ପ୍ରାର୍ଥନା କରାଯାଏ, ତହିଁ ପ୍ରତି ଆମ୍ଭର ଚକ୍ଷୁ ମୁକ୍ତ ଓ ଆମ୍ଭର କର୍ଣ୍ଣ ନିବିଷ୍ଟ ଥିବ ।
Odia Bible ERV 2004 (ପବିତ୍ର ବାଇବଲ)
ବର୍ତ୍ତମାନ, ଆମ୍ଭର ଚକ୍ଷୁ ଉନ୍ମୁକ୍ତ ହେବ ଓ ଏହି ସ୍ଥାନରେ ଯେଉଁସବୁ ପ୍ରାର୍ଥନା କରାଯିବ, ତାହାକୁ ଆମ୍ଭର କର୍ଣ୍ଣ ଧ୍ୟାନପୂର୍ବକ ଶୁଣିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ସ୍ଥାନରେ ଯେଉଁ ପ୍ରାର୍ଥନା କରାଯାଏ, ତହିଁ ପ୍ରତି ଆମ୍ଭର ଚକ୍ଷୁ ମୁକ୍ତ ଓ ଆମ୍ଭର କର୍ଣ୍ଣ ନିବିଷ୍ଟ ଥିବ।
Odia IRV 2017 (ଓଡିଆ ବାଇବେଲ)
ଏହି ସ୍ଥାନରେ ଯେଉଁ ପ୍ରାର୍ଥନା କରାଯାଏ, ତହିଁ ପ୍ରତି ଆମ୍ଭର ଚକ୍ଷୁ ମୁକ୍ତ ଓ ଆମ୍ଭର କର୍ଣ୍ଣ ନିବିଷ୍ଟ ଥିବ।