2 Chronicles 7:16 — Compare Translations

5 translations compared side by side

Odia - 1840
"ଆମ୍ଭେ ଏହି ମନ୍ଦିରକୁ ମନୋନୀତ କରୁଅଛୁ ଏବଂ ଆମ୍ଭ ନାମ ଯେପରି ଚିରକାଳ ନିମନ୍ତେ ଏହି ସ୍ଥାନ ରେ ରହିବ, ସେଥିନିମନ୍ତେ ଆମ୍ଭେ ଏହାକୁ ପବିତ୍ର କରିଅଛୁ। ହଁ, ଆମ୍ଭ ଚକ୍ଷୁ ଓ ହୃଦଯ ଏହି ମନ୍ଦିର ରେ ସଦାସର୍ବଦା ରହିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଏହି ଗୃହରେ ଆମ୍ଭର ନାମ ଅନ; କାଳ ରହିବା ପାଇଁ ଆମ୍ଭେ ତାହା ମନୋନୀତ ଓ ପବିତ୍ର କଲୁ; ଆଉ, ଏହି ସ୍ଥାନ ପ୍ରତି ଆମ୍ଭର ଚକ୍ଷୁ ଓ ଆମ୍ଭର ଚିତ୍ତ ନିରନ୍ତର ଥିବ ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ଏହି ମନ୍ଦିରକୁ ମନୋନୀତ କରୁଅଛୁ ଏବଂ ଆମ୍ଭ ନାମ ଯେପରି ଚିରକାଳ ନିମନ୍ତେ ଏହି ସ୍ଥାନରେ ରହିବ, ସେଥିନିମନ୍ତେ ଆମ୍ଭେ ଏହାକୁ ପବିତ୍ର କରିଅଛୁ। ହଁ, ଆମ୍ଭ ଚକ୍ଷୁ ଓ ହୃଦୟ ଏହି ମନ୍ଦିରରେ ସଦାସର୍ବଦା ରହିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଏହି ଗୃହରେ ଆମ୍ଭର ନାମ ଅନନ୍ତକାଳ ରହିବା ପାଇଁ ଆମ୍ଭେ ତାହା ମନୋନୀତ ଓ ପବିତ୍ର କଲୁ; ଆଉ, ଏହି ସ୍ଥାନ ପ୍ରତି ଆମ୍ଭର ଚକ୍ଷୁ ଓ ଆମ୍ଭର ଚିତ୍ତ ନିରନ୍ତର ଥିବ।
Odia IRV 2017 (ଓଡିଆ ବାଇବେଲ)
କାରଣ ଏହି ଗୃହରେ ଆମ୍ଭର ନାମ ଅନନ୍ତ କାଳ ରହିବା ପାଇଁ ଆମ୍ଭେ ତାହା ମନୋନୀତ ଓ ପବିତ୍ର କଲୁ; ଆଉ, ଏହି ସ୍ଥାନ ପ୍ରତି ଆମ୍ଭର ଚକ୍ଷୁ ଓ ଆମ୍ଭର ଚିତ୍ତ ନିରନ୍ତର ଥିବ।