2 Chronicles 7:17 — Compare Translations

5 translations compared side by side

Odia - 1840
"ବର୍ତ୍ତମାନ ହେ ଶଲୋମନ, ତୁମ୍ଭେ ତୁମ୍ଭର ପିତା ଦାଉଦଙ୍କ ତୁଲ୍ଯ ଯଦି ଆମ୍ଭ ସମ୍ମୁଖ ରେ ଜୀବନୟାପନ କରିବ ଓ ଆମ୍ଭେ ଯେ ସମସ୍ତ ଆଦେଶ ଦଇେଅଛୁ, ତାହାସବୁ ମାନିବ ଏବଂ ଯଦି ତୁମ୍ଭେ ଆମ୍ଭର ସମସ୍ତ ନିଯମ ଓ ନୀତି ପାଳନ କରିବ,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ତୁମ୍ଭ ପିତା ଦାଉଦ ଯେପରି ଚାଲିଲେ, ସେପରି ଯେବେ ତୁମ୍ଭେ ଆମ୍ଭ ସମ୍ମୁଖରେ ଚାଲିବ ଓ ଆମ୍ଭେ ତୁମ୍ଭକୁ ଯେସବୁ ଆଜ୍ଞା ଦେଇଅଛୁ, ତଦନୁସାରେ କରିବ, ପୁଣି ଆମ୍ଭର ବିଧି ଓ ଶାସନସବୁ ପାଳନ କରିବ;
Odia Bible ERV 2004 (ପବିତ୍ର ବାଇବଲ)
“ବର୍ତ୍ତମାନ ହେ ଶଲୋମନ, ତୁମ୍ଭେ ତୁମ୍ଭର ପିତା ଦାଉଦଙ୍କ ତୁଲ୍ୟ ଯଦି ଆମ୍ଭ ସମ୍ମୁଖରେ ଜୀବନଯାପନ କରିବ ଓ ଆମ୍ଭେ ଯେ ସମସ୍ତ ଆଦେଶ ଦେଇଅଛୁ, ତାହା ସବୁ ମାନିବ ଏବଂ ଯଦି ତୁମ୍ଭେ ଆମ୍ଭର ସମସ୍ତ ନିୟମ ଓ ନୀତି ପାଳନ କରିବ,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ତୁମ୍ଭ ପିତା ଦାଉଦ ଯେପରି ଚାଲିଲେ, ସେପରି ଯେବେ ତୁମ୍ଭେ ଆମ୍ଭ ସମ୍ମୁଖରେ ଚାଲିବ ଓ ଆମ୍ଭେ ତୁମ୍ଭକୁ ଯେସବୁ ଆଜ୍ଞା ଦେଇଅଛୁ, ତଦନୁସାରେ କରିବ, ପୁଣି ଆମ୍ଭର ବିଧି ଓ ଶାସନସବୁ ପାଳନ କରିବ;
Odia IRV 2017 (ଓଡିଆ ବାଇବେଲ)
ପୁଣି ତୁମ୍ଭ ପିତା ଦାଉଦ ଯେପରି ଚାଲିଲେ, ସେପରି ଯେବେ ତୁମ୍ଭେ ଆମ୍ଭ ସମ୍ମୁଖରେ ଚାଲିବ ଓ ଆମ୍ଭେ ତୁମ୍ଭକୁ ଯେସବୁ ଆଜ୍ଞା ଦେଇଅଛୁ, ତଦନୁସାରେ କରିବ, ପୁଣି ଆମ୍ଭର ବିଧି ଓ ଶାସନସବୁ ପାଳନ କରିବ;