2 Chronicles 7:19 — Compare Translations

5 translations compared side by side

Odia - 1840
"କିନ୍ତୁ ଯଦି ତୁମ୍ଭେ ଆମ୍ଭେ ଦଇେଥିବା ଆଦେଶ ଓ ବ୍ଯବସ୍ଥାକୁ ବାଧ୍ଯ ହବେ ନାହିଁ, ଏବଂ ଯଦି ତୁମ୍ଭେ ଅନ୍ୟ ଦବେତାମାନଙ୍କର ସବୋ ଓ ଉପାସନା କରିବ,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଯେବେ ତୁମ୍ଭେମାନେ ବିମୁଖ ହେବ ଓ ତୁମ୍ଭମାନଙ୍କ ସମ୍ମୁଖରେ ଆମ୍ଭର ସ୍ଥାପିତ ବିଧି ଓ ଆଜ୍ଞାସବୁ ପରିତ୍ୟାଗ କରିବ, ପୁଣି ଯାଇ ଅନ୍ୟ ଦେବଗଣକୁ ସେବା ଓ ପ୍ରଣାମ କରିବ;
Odia Bible ERV 2004 (ପବିତ୍ର ବାଇବଲ)
“କିନ୍ତୁ ଯଦି ତୁମ୍ଭେ ଆମ୍ଭେ ଦେଇଥିବା ଆଦେଶ ଓ ବ୍ୟବସ୍ଥାକୁ ବାଧ୍ୟ ହେବ ନାହିଁ, ଏବଂ ଯଦି ତୁମ୍ଭେ ଅନ୍ୟ ଦେବତାମାନଙ୍କର ସେବା ଓ ଉପାସନା କରିବ,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଯେବେ ତୁମ୍ଭେମାନେ ବିମୁଖ ହେବ ଓ ତୁମ୍ଭମାନଙ୍କ ସମ୍ମୁଖରେ ଆମ୍ଭର ସ୍ଥାପିତ ବିଧି ଓ ଆଜ୍ଞାସବୁ ପରିତ୍ୟାଗ କରିବ, ପୁଣି ଯାଇ ଅନ୍ୟ ଦେବଗଣକୁ ସେବା ଓ ପ୍ରଣାମ କରିବ;
Odia IRV 2017 (ଓଡିଆ ବାଇବେଲ)