2 Chronicles 7:2 — Compare Translations

5 translations compared side by side

Odia - 1840
"ସଦାପ୍ରଭୁଙ୍କ ମହିମା ମନ୍ଦିରକୁ ପୂର୍ଣ୍ଣ କରିଥିବାରୁ ଯାଜକମାନେ ସଦାପ୍ରଭୁଙ୍କ ମନ୍ଦିର ମଧିଅରେ ପ୍ରବେଶ କରିପାରିଲେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଣୁ ଯାଜକମାନେ ସଦାପ୍ରଭୁଙ୍କ ଗୃହରେ ପ୍ରବେଶ କରି ପାରିଲେ ନାହିଁ, କାରଣ ସଦାପ୍ରଭୁଙ୍କ ପ୍ରତାପ ସଦାପ୍ରଭୁଙ୍କ ଗୃହକୁ ପରିପୂର୍ଣ୍ଣ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁଙ୍କ ମହିମା ମନ୍ଦିରକୁ ପୂର୍ଣ୍ଣ କରିଥିବାରୁ ଯାଜକମାନେ ସଦାପ୍ରଭୁଙ୍କ ମନ୍ଦିର ମଧ୍ୟରେ ପ୍ରବେଶ କରି ପାରିଲେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଣୁ ଯାଜକମାନେ ସଦାପ୍ରଭୁଙ୍କ ଗୃହରେ ପ୍ରବେଶ କରି ପାରିଲେ ନାହିଁ, କାରଣ ସଦାପ୍ରଭୁଙ୍କ ପ୍ରତାପ ସଦାପ୍ରଭୁଙ୍କ ଗୃହକୁ ପରିପୂର୍ଣ୍ଣ କଲା।
Odia IRV 2017 (ଓଡିଆ ବାଇବେଲ)
ଏଣୁ ଯାଜକମାନେ ସଦାପ୍ରଭୁଙ୍କ ଗୃହରେ ପ୍ରବେଶ କରି ପାରିଲେ ନାହିଁ, କାରଣ ସଦାପ୍ରଭୁଙ୍କ ପ୍ରତାପ ସଦାପ୍ରଭୁଙ୍କ ଗୃହକୁ ପରିପୂର୍ଣ୍ଣ କଲା।