2 Chronicles 7:20 — Compare Translations

5 translations compared side by side

Odia - 1840
"ତବେେ ଆମ୍ଭେ ଇଶ୍ରାୟେଲର ଲୋକଙ୍କୁ ଯେଉଁ ଦେଶ ଦଇେଅଛୁ, ଆମ୍ଭର ସହେି ଦେଶରୁ ସମାନଙ୍କେୁ ବାହାର କରିଦବୋ। ଆଉ ଆମ୍ଭେ ଆମ୍ଭର ନାମ ନିମନ୍ତେ ପବିତ୍ର କରିଥିବା ଏହି ମନ୍ଦିରକୁ ପରିତ୍ଯାଗ କରିବା। ଆମ୍ଭେ ଏହି ମନ୍ଦିରକୁ ଏପ୍ରକାର କରିବି ଯେ, ସବୁ ଜାତିର ଲୋକମାନେ ଏହାକୁ ତାଚ୍ଛଲ୍ଯ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ଆମ୍ଭେ ସେମାନଙ୍କୁ ଦତ୍ତ ଆମ୍ଭ ଦେଶରୁ ସମୂଳେ ଉତ୍ପାଟନ କରିବା; ପୁଣି ଆମ୍ଭ ନାମ ନିମନ୍ତେ ଏହି ଯେଉଁ ଗୃହକୁ ଆମ୍ଭେ ପବିତ୍ର କରିଅଛୁ, ତାହା ଆମ୍ଭ ଦୃଷ୍ଟିରୁ ଦୂର କରିବା ଓ ସକଳ ଗୋଷ୍ଠୀ ମଧ୍ୟରେ ଗଳ୍ପ ଓ ଉପହାସର ବିଷୟ କରିବା ।
Odia Bible ERV 2004 (ପବିତ୍ର ବାଇବଲ)
ତେବେ ଆମ୍ଭେ ଇସ୍ରାଏଲର ଲୋକଙ୍କୁ ଯେଉଁ ଦେଶ ଦେଇଅଛୁ, ଆମ୍ଭର ସେହି ଦେଶରୁ ସେମାନଙ୍କୁ ବାହାର କରିଦେବା। ଆଉ ଆମ୍ଭେ ଆମ୍ଭର ନାମ ନିମନ୍ତେ ପବିତ୍ର କରିଥିବା ଏହି ମନ୍ଦିରକୁ ପରିତ୍ୟାଗ କରିବା। ଆମ୍ଭେ ଏହି ମନ୍ଦିରକୁ ଏପ୍ରକାର କରିବା ଯେ, ସବୁ ଜାତିର ଲୋକମାନେ ଏହାକୁ ତାଚ୍ଛଲ୍ୟ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ଆମ୍ଭେ ସେମାନଙ୍କୁ ଦତ୍ତ ଆମ୍ଭ ଦେଶରୁ ସମୂଳେ ଉତ୍ପାଟନ କରିବା; ପୁଣି ଆମ୍ଭ ନାମ ନିମନ୍ତେ ଏହି ଯେଉଁ ଗୃହକୁ ଆମ୍ଭେ ପବିତ୍ର କରିଅଛୁ, ତାହା ଆମ୍ଭ ଦୃଷ୍ଟିରୁ ଦୂର କରିବା ଓ ସକଳ ଗୋଷ୍ଠୀ ମଧ୍ୟରେ ଗଳ୍ପ ଓ ଉପହାସର ବିଷୟ କରିବା।
Odia IRV 2017 (ଓଡିଆ ବାଇବେଲ)
ତେବେ ଆମ୍ଭେ ସେମାନଙ୍କୁ ଦତ୍ତ ଆମ୍ଭ ଦେଶରୁ ସମୂଳେ ଉତ୍ପାଟନ କରିବା; ପୁଣି ଆମ୍ଭ ନାମ ନିମନ୍ତେ ଏହି ଯେଉଁ ଗୃହକୁ ଆମ୍ଭେ ପବିତ୍ର କରିଅଛୁ, ତାହା ଆମ୍ଭ ଦୃଷ୍ଟିରୁ ଦୂର କରିବା ଓ ସକଳ ଗୋଷ୍ଠୀ ମଧ୍ୟରେ ଗଳ୍ପ ଓ ଉପହାସର ବିଷୟ କରିବା।