2 Chronicles 7:21 — Compare Translations
5 translations compared side by side
Odia - 1840
"ଉଚ୍ଚସମ୍ମାନ ପ୍ରାପ୍ତ ଏହି ମନ୍ଦିର ପାଶର୍ବ ଦଇେ ଯାଉଥିବା ପ୍ରେତ୍ୟକକ ବ୍ଯକ୍ତି ଆଶ୍ଚର୍ୟ୍ଯାନ୍ବିତ ହବେେ। ସମାନେେ କହିବେ, 'ସଦାପ୍ରଭୁ କାହିଁକି ଏହି ଦେଶ ଓ ଏହି ମନ୍ଦିର ପ୍ରତି ଏ ପ୍ରକାର ଭୟଙ୍କର ବିପତ୍ତି ଘଟାଇଲେ?'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଏହି ଯେ ଗୃହ ଏଡ଼େ ଉଚ୍ଚ ହୋଇଅଛି, ତହିଁ ନିକଟ ଦେଇ ଗମନକାରୀ ପ୍ରତ୍ୟେକ ଲୋକ ଚମତ୍କୃତ ହୋଇ ପଚାରିବେ, ଏହି ଦେଶ ଓ ଗୃହ ପ୍ରତି ସଦାପ୍ରଭୁ କାହିଁକି ଏପରି କଲେ?
Odia Bible ERV 2004 (ପବିତ୍ର ବାଇବଲ)
ଉଚ୍ଚ ସମ୍ମାନ ପ୍ରାପ୍ତ ଏହି ମନ୍ଦିର ପାର୍ଶ୍ୱ ଦେଇ ଯାଉଥିବା ପ୍ରତ୍ୟେକ ବ୍ୟକ୍ତି ଆଶ୍ଚର୍ଯ୍ୟାନ୍ୱିତ ହେବେ। ସେମାନେ କହିବେ, ‘ସଦାପ୍ରଭୁ କାହିଁକି ଏହି ଦେଶ ଓ ଏହି ମନ୍ଦିର ପ୍ରତି ଏ ପ୍ରକାର ଭୟଙ୍କର ବିପତ୍ତି ଘଟାଇଲେ?’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଏହି ଯେ ଗୃହ ଏଡ଼େ ଉଚ୍ଚ ହୋଇଅଛି, ତହିଁ ନିକଟ ଦେଇ ଗମନକାରୀ ପ୍ରତ୍ୟେକ ଲୋକ ଚମତ୍କୃତ ହୋଇ ପଚାରିବେ, ‘ଏହି ଦେଶ ଓ ଗୃହ ପ୍ରତି ସଦାପ୍ରଭୁ କାହିଁକି ଏପରି କଲେ?’
Odia IRV 2017 (ଓଡିଆ ବାଇବେଲ)
ଆଉ, ଏହି ଯେ ଗୃହ ଏଡ଼େ ଉଚ୍ଚ ହୋଇଅଛି, ତହିଁ ନିକଟ ଦେଇ ଗମନକାରୀ ପ୍ରତ୍ୟେକ ଲୋକ ଚମତ୍କୃତ ହୋଇ ପଚାରିବେ, ଏହି ଦେଶ ଓ ଗୃହ ପ୍ରତି ସଦାପ୍ରଭୁ କାହିଁକି ଏପରି କଲେ?