2 Chronicles 7:22 — Compare Translations

5 translations compared side by side

Odia - 1840
"ତବେେ ଲୋକମାନେ ଉତ୍ତର ଦଇେ କହିବେ, 'କାରଣ ଲୋକମାନେ ସହେି ସଦାପ୍ରଭୁ ପରମେଶ୍ବରଙ୍କୁ ପରିତ୍ଯାଗ କଲେ, ଯାହାଙ୍କୁ ସମାନଙ୍କେର ପୂର୍ବପୁରୁଷମାନେ ମାନୁଥିଲେ। ସହେି ପରମେଶ୍ବର ହିଁ ସମାନଙ୍କେୁ ମିଶର ଦେଶରୁ ବାହାର କରି ଆଣିଥିଲେ। କିନ୍ତୁ ଇସ୍ରାଯଲରେ ଲୋକମାନେ ଅନ୍ୟ ଲୋକମାନଙ୍କର ଦବେତାମାନଙ୍କୁ ଗ୍ରହଣ କଲେ। ସମାନେେ ଅନ୍ୟ ଦବେତାମାନଙ୍କର ଉପାସନା ଓ ସବୋ କଲେ। ଏଥି ନିମନ୍ତେ ସଦାପ୍ରଭୁ ଇଶ୍ରାୟେଲର ଲୋକମାନଙ୍କ ଉପରେ ଏପ୍ରକାର ଭୟଙ୍କର ବିପତ୍ତି ଘଟାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଲୋକେ ଉତ୍ତର କରି କହିବେ, ସଦାପ୍ରଭୁ ସେମାନଙ୍କ ପୂର୍ବପୁରୁଷଗଣର ଯେଉଁ ପରମେଶ୍ଵର ସେମାନଙ୍କୁ ମିସର ଦେଶରୁ ବାହାର କରି ଆଣିଥିଲେ, ତାହାଙ୍କୁ ସେମାନେ ପରିତ୍ୟାଗ କରି ଅନ୍ୟ ଦେବଗଣକୁ ଅବଲମ୍ଵନ କଲେ ଓ ସେମାନଙ୍କୁ ପ୍ରଣାମ କରି ସେବା କଲେ; ଏହେତୁ ସେ ସେମାନଙ୍କ ଉପରେ ଏହିସବୁ ଅମଙ୍ଗଳ ବର୍ତ୍ତାଇ ଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ତେବେ ଲୋକମାନେ ଉତ୍ତର ଦେଇ କହିବେ, ‘କାରଣ ଲୋକମାନେ ସେହି ସଦାପ୍ରଭୁ ପରମେଶ୍ୱରଙ୍କୁ ପରିତ୍ୟାଗ କଲେ, ଯାହାଙ୍କୁ ସେମାନଙ୍କର ପୂର୍ବପୁରୁଷମାନେ ମାନୁଥିଲେ। ସେହି ପରମେଶ୍ୱର ହିଁ ସେମାନଙ୍କୁ ମିଶର ଦେଶରୁ ବାହାର କରି ଆଣିଥିଲେ। କିନ୍ତୁ ଇସ୍ରାଏଲର ଲୋକମାନେ ଅନ୍ୟ ଲୋକମାନଙ୍କର ଦେବତାମାନଙ୍କୁ ଗ୍ରହଣ କଲେ। ସେମାନେ ଅନ୍ୟ ଦେବତାମାନଙ୍କର ଉପାସନା ଓ ସେବା କଲେ। ଏଥିନିମନ୍ତେ ସଦାପ୍ରଭୁ ଇସ୍ରାଏଲର ଲୋକମାନଙ୍କ ଉପରେ ଏପ୍ରକାର ଭୟଙ୍କର ବିପତ୍ତି ଘଟାଇଲେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଲୋକେ ଉତ୍ତର କରି କହିବେ, ‘ସଦାପ୍ରଭୁ ସେମାନଙ୍କ ପୂର୍ବପୁରୁଷଗଣର ଯେଉଁ ପରମେଶ୍ୱର ସେମାନଙ୍କୁ ମିସର ଦେଶରୁ ବାହାର କରି ଆଣିଥିଲେ, ତାହାଙ୍କୁ ସେମାନେ ପରିତ୍ୟାଗ କରି ଅନ୍ୟ ଦେବଗଣକୁ ଅବଲମ୍ବନ କଲେ ଓ ସେମାନଙ୍କୁ ପ୍ରଣାମ କରି ସେବା କଲେ; ଏହେତୁ ସେ ସେମାନଙ୍କ ଉପରେ ଏହିସବୁ ଅମଙ୍ଗଳ ବର୍ତ୍ତାଇଅଛନ୍ତି।’”
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଲୋକେ ଉତ୍ତର କରି କହିବେ, “ସଦାପ୍ରଭୁ ସେମାନଙ୍କ ପୂର୍ବପୁରୁଷଗଣର ଯେଉଁ ପରମେଶ୍ୱର ସେମାନଙ୍କୁ ମିସର ଦେଶରୁ ବାହାର କରି ଆଣିଥିଲେ, ତାହାଙ୍କୁ ସେମାନେ ପରିତ୍ୟାଗ କରି ଅନ୍ୟ ଦେବଗଣକୁ ଅବଲମ୍ବନ କଲେ ଓ ସେମାନଙ୍କୁ ପ୍ରଣାମ କରି ସେବା କଲେ; ଏହେତୁ ସେ ସେମାନଙ୍କ ଉପରେ ଏହିସବୁ ଅମଙ୍ଗଳ ବର୍ତ୍ତାଇ ଅଛନ୍ତି।”