2 Chronicles 7:3 — Compare Translations
5 translations compared side by side
Odia - 1840
"ଇଶ୍ରାୟେଲର ସମସ୍ତ ଲୋକ ସ୍ବର୍ଗରୁ ଅଗ୍ନି ପଡ଼ିବା ଦେଖିଲେ। ଇଶ୍ରାୟେଲର ଲୋକମାନେ ମନ୍ଦିର ଉପରେ ସଦାପ୍ରଭୁଙ୍କ ମହିମାକୁ ମଧ୍ଯ ଦେଖିପାରିଲେ। ସମାନେେ ଭୂମି ଉପରେ ସମାନଙ୍କେର ମୁଣ୍ଡ ନୁଆଇଁ ଭୂମିଷ୍ଠ ପ୍ରଣାମ କଲେ। ସମାନେେ ସଦାପ୍ରଭୁଙ୍କର ଉପାସନା ଓ ଧନ୍ଯବାଦ କଲେ। ସମାନେେ ଗାଇଲେ, ସଦାପ୍ରଭୁ ଉତ୍ତମ ଅଟନ୍ତି ଓ ତାଙ୍କର ଦୟା ଚିରକାଳ ନିମନ୍ତେ ଅବିରତ ରହିଥାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଅଗ୍ନି ଓହ୍ଲାଇବା ବେଳେ ଓ ଗୃହ ଉପରେ ସଦାପ୍ରଭୁଙ୍କ ପ୍ରତାପ ଅବସ୍ଥିତି କରିବା ବେଳେ ସମଗ୍ର ଇସ୍ରାଏଲ-ସନ୍ତାନ ତାହା ଦେଖିଲେ ଓ ସେମାନେ ଚଟାଣ ଉପରେ ଭୂମିରେ ମୁହଁମାଡ଼ି ପଡ଼ି ପ୍ରଣାମ କଲେ, ପୁଣି ସଦାପ୍ରଭୁଙ୍କର ଧନ୍ୟବାଦ କରି କହିଲେ, ସେ ମଙ୍ଗଳମୟ, ତାହାଙ୍କର କରୁଣା ସଦାକାଳସ୍ଥାୟୀ ।
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲର ସମସ୍ତ ଲୋକ ସ୍ୱର୍ଗରୁ ଅଗ୍ନି ପଡ଼ିବା ଦେଖିଲେ। ଇସ୍ରାଏଲର ଲୋକମାନେ ମନ୍ଦିର ଉପରେ ସଦାପ୍ରଭୁଙ୍କ ମହିମାକୁ ମଧ୍ୟ ଦେଖି ପାରିଲେ। ସେମାନେ ଭୂମି ଉପରେ ସେମାନଙ୍କର ମୁଣ୍ଡ ନୁଆଇଁ ଭୂମିଷ୍ଠ ପ୍ରଣାମ କଲେ। ସେମାନେ ସଦାପ୍ରଭୁଙ୍କର ଉପାସନା ଓ ଧନ୍ୟବାଦ କଲେ। ସେମାନେ ଗାଇଲେ, “ସଦାପ୍ରଭୁ ଉତ୍ତମ ଅଟନ୍ତି ଓ ତାଙ୍କର ଦୟା ଚିରକାଳ ନିମନ୍ତେ ଅବିରତ ରହିଥାଏ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଅଗ୍ନି ଓହ୍ଲାଇବା ବେଳେ ଓ ଗୃହ ଉପରେ ସଦାପ୍ରଭୁଙ୍କ ପ୍ରତାପ ଅବସ୍ଥିତି କରିବା ବେଳେ ସମଗ୍ର ଇସ୍ରାଏଲ ସନ୍ତାନ ତାହା ଦେଖିଲେ ଓ ସେମାନେ ଚଟାଣ ଉପରେ ଭୂମିରେ ମୁହଁ ମାଡ଼ି ପଡ଼ି ପ୍ରଣାମ କଲେ, ପୁଣି ସଦାପ୍ରଭୁଙ୍କର ଧନ୍ୟବାଦ କରି କହିଲେ, “ସେ ମଙ୍ଗଳମୟ, ତାହାଙ୍କର କରୁଣା ସଦାକାଳସ୍ଥାୟୀ।”
Odia IRV 2017 (ଓଡିଆ ବାଇବେଲ)
ଆଉ ଅଗ୍ନି ଓହ୍ଲାଇବା ବେଳେ ଓ ଗୃହ ଉପରେ ସଦାପ୍ରଭୁଙ୍କ ପ୍ରତାପ ଅବସ୍ଥିତି କରିବା ବେଳେ ସମଗ୍ର ଇସ୍ରାଏଲ ସନ୍ତାନ ତାହା ଦେଖିଲେ ଓ ସେମାନେ ଚଟାଣ ଉପରେ ଭୂମିରେ ମୁହଁମାଡ଼ି ପଡ଼ି ପ୍ରଣାମ କଲେ, ପୁଣି ସଦାପ୍ରଭୁଙ୍କର ଧନ୍ୟବାଦ କରି କହିଲେ, “ସେ ମଙ୍ଗଳମୟ, ତାହାଙ୍କର କରୁଣା ସଦାକାଳସ୍ଥାୟୀ।”