2 Chronicles 7:4 — Compare Translations
5 translations compared side by side
Odia - 1840
"ଏହାପରେ ରାଜା ଶଲୋମନ ଓ ଇଶ୍ରାୟେଲର ସମସ୍ତ ଲୋକ ସଦାପ୍ରଭୁଙ୍କ ସମ୍ମୁଖ ରେ ବଳିଦାନ ଉତ୍ସର୍ଗ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ରାଜା ଓ ସମଗ୍ର ଲୋକ ସଦାପ୍ରଭୁଙ୍କ ସମ୍ମୁଖରେ ବଳି ଉତ୍ସର୍ଗ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ରାଜା ଶଲୋମନ ଓ ଇସ୍ରାଏଲର ସମସ୍ତ ଲୋକ ସଦାପ୍ରଭୁଙ୍କ ସମ୍ମୁଖରେ ବଳିଦାନ ଉତ୍ସର୍ଗ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ରାଜା ଓ ସମଗ୍ର ଲୋକ ସଦାପ୍ରଭୁଙ୍କ ସମ୍ମୁଖରେ ବଳି ଉତ୍ସର୍ଗ କଲେ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ରାଜା ଓ ସମଗ୍ର ଲୋକ ସଦାପ୍ରଭୁଙ୍କ ସମ୍ମୁଖରେ ବଳି ଉତ୍ସର୍ଗ କଲେ।