2 Chronicles 7:5 — Compare Translations
5 translations compared side by side
Odia - 1840
"ରାଜା ଶଲୋମନ 22,000 ବଳଦ ଓ 1,20,000 ମେଣ୍ଢା ଉତ୍ସର୍ଗ କଲେ। ରାଜା ଓ ସମସ୍ତ ଲୋକ ପରମେଶ୍ବରଙ୍କ ମନ୍ଦିରକୁ ସମର୍ପଣ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଶଲୋମନ ରାଜା ବାଇଶ ହଜାର ଗୋରୁ ଓ ଏକ ଲକ୍ଷ କୋଡ଼ିଏ ହଜାର ମେଷ ବଳିଦାନ କଲେ । ଏହିରୂପେ ରାଜା ଓ ସମସ୍ତ ଲୋକ ପରମେଶ୍ଵରଙ୍କ ଗୃହ ପ୍ରତିଷ୍ଠା କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ରାଜା ଶଲୋମନ 22,000 ବଳଦ ଓ 120,000 ମେଣ୍ଢା ଉତ୍ସର୍ଗ କଲେ। ରାଜା ଓ ସମସ୍ତ ଲୋକ ପରମେଶ୍ୱରଙ୍କ ମନ୍ଦିରକୁ ସମର୍ପଣ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ଶଲୋମନ ରାଜା ବାଇଶ ହଜାର ଗୋରୁ ଓ ଏକ ଲକ୍ଷ କୋଡ଼ିଏ ହଜାର ମେଷ ବଳିଦାନ କଲେ। ଏହିରୂପେ ରାଜା ଓ ସମସ୍ତ ଲୋକ ପରମେଶ୍ୱରଙ୍କ ଗୃହ ପ୍ରତିଷ୍ଠା କଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି ଶଲୋମନ ରାଜା ବାଇଶ ହଜାର ଗୋରୁ ଓ ଏକ ଲକ୍ଷ କୋଡ଼ିଏ ହଜାର ମେଷ ବଳିଦାନ କଲେ। ଏହିରୂପେ ରାଜା ଓ ସମସ୍ତ ଲୋକ ପରମେଶ୍ୱରଙ୍କ ଗୃହ ପ୍ରତିଷ୍ଠା କଲେ।