2 Chronicles 7:6 — Compare Translations

5 translations compared side by side

Odia - 1840
"ଯାଜକମାନେ ସମାନଙ୍କେର କାର୍ୟ୍ଯ କରିବା ନିମନ୍ତେ ପ୍ରସ୍ତୁତ ହାଇେ ଠିଆ ହାଇେ ରହିଥିଲେ। ଲବେୀୟଗଣ ଯେଉଁ ବାଦ୍ଯୟନ୍ତ୍ରଗୁଡ଼ିକ ସହିତ ଠିଆ ହାଇେ ରହିଥିଲେ, ସଦାପ୍ରଭୁଙ୍କୁ ଧନ୍ଯବାଦ ଦବୋ ନିମନ୍ତେ ସହେି ବାଦ୍ଯ ୟନ୍ତ୍ରଗୁଡ଼ିକ ରାଜା ଦାଉଦଙ୍କ ଦ୍ବାରା ନିର୍ମିତ ହାଇେଥିଲା। ଯାଜକ ଓ ଲବେୀୟମାନେ କହୁଥିଲେ, ସଦାପ୍ରଭୁଙ୍କ ପ୍ ରମେ ଚିରକାଳସ୍ଥାଯୀ ଅଟେ! ସମାନେେ ଲବେୀୟମାନଙ୍କ ଓ ଇଶ୍ରାୟେଲର ସମସ୍ତ ଲୋକମାନଙ୍କର ବିପରୀତ ଦିଗ ରେ ଠିଆ ହାଇେ ତୂରୀ ବଜାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଯାଜକମାନେ ଆପଣା ଆପଣା ପଦ ଅନୁସାରେ ଠିଆ ହେଲେ; ଦାଉଦ ଲେବୀୟମାନଙ୍କ ପରିଚର୍ଯ୍ୟାକ୍ରମେ ପ୍ରଶଂସାଗାନ କରିବା ସମୟରେ, ସଦାପ୍ରଭୁଙ୍କ କରୁଣା ସଦାକାଳସ୍ଥାୟୀ ବୋଲି ତାହାଙ୍କର ଧନ୍ୟବାଦ କରିବା ପାଇଁ ଦାଉଦ ରାଜା ଯେଉଁସବୁ ବାଦ୍ୟଯନ୍ତ୍ର ନିର୍ମାଣ କରିଥିଲେ, ସଦାପ୍ରଭୁଙ୍କର ସେହିସବୁ ବାଦ୍ୟଯନ୍ତ୍ର ଘେନି ଲେବୀୟମାନେ ମଧ୍ୟ ଠିଆ ହେଲେ; ପୁଣି ଯାଜକମାନେ ସେମାନଙ୍କ ସମ୍ମୁଖରେ ତୂରୀ ବଜାଇଲେ; ଆଉ ସମଗ୍ର ଇସ୍ରାଏଲ ଠିଆ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯାଜକମାନେ ସେମାନଙ୍କର କାର୍ଯ୍ୟ କରିବା ନିମନ୍ତେ ପ୍ରସ୍ତୁତ ହୋଇ ଠିଆ ହୋଇ ରହିଥିଲେ। ଲେବୀୟଗଣ ଯେଉଁ ବାଦ୍ୟଯନ୍ତ୍ରଗୁଡ଼ିକ ସହିତ ଠିଆ ହୋଇ ରହିଥିଲେ, ସଦାପ୍ରଭୁଙ୍କୁ ଧନ୍ୟବାଦ ଦେବା ନିମନ୍ତେ ସେହି ବାଦ୍ୟଯନ୍ତ୍ରଗୁଡ଼ିକ ରାଜା ଦାଉଦଙ୍କ ଦ୍ୱାରା ନିର୍ମିତ ହୋଇଥିଲା। ଯାଜକ ଓ ଲେବୀୟମାନେ କହୁଥିଲେ, “ସଦାପ୍ରଭୁଙ୍କ ପ୍ରେମ ଚିରକାଳସ୍ଥାୟୀ ଅଟେ!” ସେମାନେ ଲେବୀୟମାନଙ୍କ ଓ ଇସ୍ରାଏଲର ସମସ୍ତ ଲୋକମାନଙ୍କର ବିପରୀତ ଦିଗରେ ଠିଆ ହୋଇ ତୂରୀ ବଜାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଯାଜକମାନେ ଆପଣା ଆପଣା ପଦ ଅନୁସାରେ ଠିଆ ହେଲେ; ଦାଉଦ ଲେବୀୟମାନଙ୍କ ପରିଚର୍ଯ୍ୟାକ୍ରମେ ପ୍ରଶଂସା ଗାନ କରିବା ସମୟରେ, ସଦାପ୍ରଭୁଙ୍କ କରୁଣା ସଦାକାଳସ୍ଥାୟୀ ବୋଲି ତାହାଙ୍କର ଧନ୍ୟବାଦ କରିବା ପାଇଁ ଦାଉଦ ରାଜା ଯେଉଁସବୁ ବାଦ୍ୟଯନ୍ତ୍ର ନିର୍ମାଣ କରିଥିଲେ, ସଦାପ୍ରଭୁଙ୍କର ସେହି ସବୁ ବାଦ୍ୟଯନ୍ତ୍ର ଘେନି ଲେବୀୟମାନେ ମଧ୍ୟ ଠିଆ ହେଲେ; ପୁଣି ଯାଜକମାନେ ସେମାନଙ୍କ ସମ୍ମୁଖରେ ତୂରୀ ବଜାଇଲେ; ଆଉ ସମଗ୍ର ଇସ୍ରାଏଲ ଠିଆ ହେଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ଯାଜକମାନେ ଆପଣା ଆପଣା ପଦ ଅନୁସାରେ ଠିଆ ହେଲେ; ଦାଉଦ ଲେବୀୟମାନଙ୍କ ପରିଚର୍ଯ୍ୟାକ୍ରମେ ପ୍ରଶଂସାଗାନ କରିବା ସମୟରେ, ସଦାପ୍ରଭୁଙ୍କ କରୁଣା ସଦାକାଳସ୍ଥାୟୀ ବୋଲି ତାହାଙ୍କର ଧନ୍ୟବାଦ କରିବା ପାଇଁ ଦାଉଦ ରାଜା ଯେଉଁସବୁ ବାଦ୍ୟଯନ୍ତ୍ର ନିର୍ମାଣ କରିଥିଲେ, ସଦାପ୍ରଭୁଙ୍କର ସେହିସବୁ ବାଦ୍ୟଯନ୍ତ୍ର ଘେନି ଲେବୀୟମାନେ ମଧ୍ୟ ଠିଆ ହେଲେ; ପୁଣି ଯାଜକମାନେ ସେମାନଙ୍କ ସମ୍ମୁଖରେ ତୂରୀ ବଜାଇଲେ; ଆଉ ସମଗ୍ର ଇସ୍ରାଏଲ ଠିଆ ହେଲେ।