2 Chronicles 7:8 — Compare Translations
5 translations compared side by side
Odia - 1840
"ଶ ଲୋମନ ଓ ଇଶ୍ରାୟେଲର ସମସ୍ତ ଲୋକ ସାତଦିନ ପର୍ୟ୍ଯନ୍ତ ଭୋଜି ଉତ୍ସବ ପାଳନ କଲେ। ଶଲୋମନଙ୍କ ସହିତ ଲୋକମାନଙ୍କର ଏକ ବିରାଟ ସମାବେଶ ହେଲା। ସହେି ଲୋକମାନେ ଲିବୋ-ହମାତ୍ ଓ ମିଶରର ସୀମାରୁ ଆସିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିରୂପେ ସେସମୟରେ ଶଲୋମନ ଓ ତାଙ୍କ ସଙ୍ଗେ ହମାତ୍ର ପ୍ରବେଶ-ସ୍ଥାନଠାରୁ ମିସରର ନଦୀ ପର୍ଯ୍ୟନ୍ତ ସମଗ୍ର ଇସ୍ରାଏଲର ମହାସମାଜ ସାତ ଦିନ ପର୍ଯ୍ୟନ୍ତ ଉତ୍ସବ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଶଲୋମନ ଓ ଇସ୍ରାଏଲର ସମସ୍ତ ଲୋକ ସାତ ଦିନ ପର୍ଯ୍ୟନ୍ତ ଭୋଜି ଉତ୍ସବ ପାଳନ କଲେ। ଶଲୋମନଙ୍କ ସହିତ ଲୋକମାନଙ୍କର ଏକ ବିରାଟ ସମାବେଶ ହେଲା। ସେହି ଲୋକମାନେ ଲିବୋ-ହମାତ୍ ଓ ମିଶରର ସୀମାରୁ ଆସିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହିରୂପେ ସେସମୟରେ ଶଲୋମନ ଓ ତାଙ୍କ ସଙ୍ଗେ ହମାତ୍ର ପ୍ରବେଶ ସ୍ଥାନଠାରୁ ମିସରର ନଦୀ ପର୍ଯ୍ୟନ୍ତ ସମଗ୍ର ଇସ୍ରାଏଲର ମହାସମାଜ ସାତ ଦିନ ପର୍ଯ୍ୟନ୍ତ ଉତ୍ସବ କଲେ।
Odia IRV 2017 (ଓଡିଆ ବାଇବେଲ)
ଏହିରୂପେ ସେସମୟରେ ଶଲୋମନ ଓ ତାଙ୍କ ସଙ୍ଗେ ହମାତ୍ର ପ୍ରବେଶ-ସ୍ଥାନଠାରୁ ମିସରର ନଦୀ ପର୍ଯ୍ୟନ୍ତ ସମଗ୍ର ଇସ୍ରାଏଲର ମହାସମାଜ ସାତ ଦିନ ପର୍ଯ୍ୟନ୍ତ ଉତ୍ସବ କଲେ।